ରେକର୍ଡ ଭାଙ୍ଗିଲେ ଋଷଭ ପନ୍ତ: ଶ୍ରେୟସଙ୍କୁ ପଛରେ ପକାଇ ସବୁଠାରୁ ମହଙ୍ଗା ଖେଳାଳି
ନୂଆଦିଲ୍ଲୀ: ଆଇପିଏଲ-୨୦୨୫ରେ ରେକର୍ଡ ସୃଷ୍ଟି କରିଛନ୍ତି ଟିମ ଇଣ୍ଡିଆର ଷ୍ଟାର ୱିକେଟ କିପର ଋଷଭ ପନ୍ତ । ଆଇପିଏଲ-୨୦୨୫ ପାଇଁ ଦଳରେ ସାମିଲ ହୋଇଛନ୍ତି ଋଷଭ । ମେଗା ଅକ୍ସନରେ ଋଷଭଙ୍କ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କ…