ଭୁଲରେ ଅନ୍ୟ ଆକାଉଣ୍ଟକୁ ପେମେଣ୍ଟ କରିଦେଇଛନ୍ତି: ଜାଣନ୍ତୁ କେମିତି ଫେରିପାଇବେ ଆପଣଙ୍କ ଟଙ୍କା
ନୂଆଦିଲ୍ଲୀ: ଆଜିକାଲି ସମସ୍ତେ ଡିଜିଟାଲ ପେମେଣ୍ଟ ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ ପରେ ୟୁପିଆଇ ମାଧ୍ୟମରେ ଟଙ୍କା ନେଣଦେଣ ଖୁବ ବୃଦ୍ଧି ପାଇବାରେ ଲାଗିଛି । କିନ୍ତୁ ବେଳେବେଳେ…