ଦିଲ୍ଲୀରେ କାହିଁକି ହାରିଲା ଆପ୍, ସାମ୍ନାକୁ ଆସିଲା କାରଣ, ଜାଣନ୍ତୁ ଡିଟେଲ୍ସ
ନୂଆଦିଲ୍ଲୀ: ସତ ହେଲା ଏକଜିଟ୍ ପୋଲ୍। ଏକଜାଟ ପୋଲରେ ପରିଣତ ହେଲା ଭୋଟ୍ ବାହୁଡ଼ା ମତ। ୨୭ ବର୍ଷ ପରେ ରାଜଧାନୀ ଦିଲ୍ଲୀକୁ ଫେରିଲା ବିଜେପି ଶାସନ। ଆଉ ଅପ୍ରତ୍ୟାଶିତ ଭାବରେ ମାଟି କାମୁଡ଼ି ପଡିଲା ଆମ୍ ଆଦମୀ ପାର୍ଟି।…