ଷ୍ଟାଡିୟମ ବାହାରେ ଦଳାଚକଟାରେ ୧୧ ମୃତ, ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ: ଆଜି ସନ୍ଧ୍ୟାରେ ଘଟିଯାଇଛି ବଡ଼ ଅଘଟଣ। କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ RCBର ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହେବାରୁ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଆଉ ଏବେ…