Breaking: ରାଜ୍ୟ ସରକାରଙ୍କ ବଡ଼ ପ୍ଲାନ, ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ ହେବ ମେଟ୍ରୋ
ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ନେଇ ବଡ଼ ସୂଚନା। ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ନେଇ ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରାଜଧାନୀରେ ଅଣ୍ଡରଗ୍ରାଉଣ୍ଡ ହେବ ମେଟ୍ରୋ। ମାଟି ତଳେ ଚାଲିବ…