ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦେଶ ଛାଡ଼ିବା ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଲେ ସେନା ମୁଖ୍ୟ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦେଶ ଛାଡ଼ିବା ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଲେ ସେନା ମୁଖ୍ୟ । ବାଂଲାଦେଶରେ ଅନ୍ତରୀଣ ସରକାର ଗଠନ କରାଯିବ ବୋଲି ସେନା ମୁଖ୍ୟ ଜେନେରାଲ ୱାକର କହିଛନ୍ତି ।…