ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ; ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କା
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କା । ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା…