ଏହି ଯୋଜନାରେ ଝିଅ ଜନ୍ମଠାରୁ ପାଠପଢା ପର୍ଯ୍ୟନ୍ତ ସମସ୍ତ ଖର୍ଚ୍ଚ ବହନ କରନ୍ତି ସରକାର
ନୂଆଦିଲ୍ଲୀ: କେନ୍ଦ୍ର ସରକାର ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ଆଜି ଆମେ ଆପଣଙ୍କୁ ଏମିତି ଏକ ସରକାରୀ ଯୋଜନା ବିଷୟରେ କହିବୁ । ଯାହା ଆପଣଙ୍କ ପରିବାର ପାଇଁ ଆବଶ୍ୟକ ହୋଇ ପାରେ…