ପ୍ରଥମ ବିଶ୍ବ ଓଡ଼ିଆ ସମ୍ମିଳନୀ ଉଦଘାଟିତ; ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଆ ଭାଷାର ପ୍ରଚାର, ସଂରକ୍ଷଣ ଓ ପ୍ରସାର ପାଇଁ ଆଜିଠୁ ଆରମ୍ଭ ହେଲା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ରାଜଧାନୀର ଜନତା ମଇଦାନରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ ଭାଷା, ସାହିତ୍ୟ…