ନୂଆ ବର୍ଷରେ ଓଡ଼ିଶା ପିଇଲା ୬୦ କୋଟି ଟଙ୍କାର ମଦ; କଟକରେ ସବୁଠୁ ଅଧିକ ମଦୁଆ
ଭୁବନେଶ୍ୱର: ଓଡ଼ିଶା ଷ୍ଟେଟ୍ ବେଭରେଜେସ୍ କର୍ପୋରେସନ-OSBCର ସୂଚନା ଅନୁସାରେ, ଡିସେମ୍ବର ୩୦ରେ ଏହାର ୯ଟି ସରକାରୀ ଡିପୋରୁ ଯାଇଛି ୧୧ ଲକ୍ଷ ଲିଟର ମଦ । ଯାହାର ମୂଲ୍ୟ ୬୦ କୋଟି ୭୩ ଲକ୍ଷ ଟଙ୍କା। ୩୧ ତାରିଖ ରବିବାର…