ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ବୈଠକ; ୧୩ଟି ପ୍ରସ୍ତାବ ଉପରେ ଲାଗିଲା ମୋହର
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ବୈଠକ । ବୈଠକରେ ୧୩ଟି ପ୍ରସ୍ତାବ ଉପରେ ଲାଗିଲା ମୋହର । ଓଡ଼ିଶା ସିଭିଲ୍ ସର୍ଭିସ ବୟସ ସୀମା ୩୨ରୁ ୩୮ ବର୍ଷକୁ ବୃଦ୍ଧି । ବୈଠକ…