ବିମାନ ଦୁର୍ଘଟଣା ପାଇଁ ଅଜରବୈଜାନ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଲେ ରୁଷିଆ ରାଷ୍ଟ୍ରପତି ପୁତିନ
ନୂଆଦିଲ୍ଲୀ: ଅଜରବୈଜାନ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଲେ ରୁଷିଆ ରାଷ୍ଟ୍ରପତି ପୁତିନ । ରୁଷିଆ ଆକାଶରେ ବିମାନ ଦୁର୍ଘଟଣା ପାଇଁ କ୍ଷମା ମାଗିଲେ । ଅଜରବୈଜାନ ଏୟାରଲାଇନ୍ସ ବିମାନ ଦୁର୍ଘଟଣା ପାଇଁ କ୍ଷମା ମାଗିଲେ ।…