ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ୯୨ ବର୍ଷ ବୟସରେ ପରଲୋକ: ରବର୍ଟ ଭଦ୍ରାଙ୍କ ସୂଚନା
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ। ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି…