ଆସୁଛି ଆଉ ଏକ ବାତ୍ୟା!: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଓଡ଼ିଶା ଉପରେ…
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା । '୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ।…