‘ଆମ ଓଡ଼ିଶା ନବୀନ ଓଡ଼ିଶା’ ନାଁ ବଦଳି ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’; ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବଦଳିବ 'ଆମ ଓଡ଼ିଶା ନବୀନ ଓଡ଼ିଶା' ନାଁ । ବଦଳି ହେବ 'ବିକଶିତ ଗାଁ, ବିକଶିତ ଓଡ଼ିଶା' । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ସୂଚନା । '୨ ଦିନରେ ଗାଇଡ୍ଲାଇନ୍ ଆଣୁଛନ୍ତି…