ଓଡ଼ିଶା OSSC ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି; ୬ ହଜାରରୁ ଅଧିକ ଶିକ୍ଷକ ପାଇବେ ନିଯୁକ୍ତି
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ ୨୦୨୪ରେ ସରକାରୀ ମାଧ୍ୟମିକ ବିଦ୍ୟାଳୟ ପାଇଁ ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ…