୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁରୀ ମିଳିଛି । ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ନିଷ୍ପତ୍ତି…