fbpx
BJD SKY
BJD SKY

ଦେଶରେ ୨ ହଜାର ୩୩୦ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨ ହଜାର ୩୩୦ ଜଣଙ୍କ…

ଏମ୍ସର ନବମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ ବା ଏମ୍ସରେ ଅଗ୍ନିକାଣ୍ଡ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ବିଲ୍ଡିଂ ୯ ମହଲାରେ ଅଗ୍ନିକାଣ୍ଡ ଘଟିବାରୁ ସେଠାକୁ ତୁରନ୍ତ ୨୨ଟି ଦମକଳ ପଠାଯାଇଥିଲା ।…

କମୁନି ମୃତ୍ୟୁସଂଖ୍ୟା: ଆଜି ୩୯ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟାରେ କିଛି ଫରକ୍ ପଡୁନି । ଯେତେ କଟକଣା ଲାଗୁ ହେଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ…

ରାଜ୍ୟରେ ଆଜି ୩,୬୩୧ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ…

ୟୁଟ୍ୟୁବରେ ପାଠ ପଢ଼ିବେ ପ୍ରଥମରୁ ଅଷ୍ଟମ ପିଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ମହାମାରୁ ଯୋଗୁଁ ଶିକ୍ଷାକ୍ଷେତ୍ରରେ ବିଶେଷ ପ୍ରଭାବ ପଡିଛି । ଛାତ୍ରଛାତ୍ରୀମାନେ ସ୍କୁଲ ଯାଇପାରୁନଥିବାରୁ ଘରେ ରହି ପାଠ ପଢୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରଥମରୁ ଅଷ୍ଟମ…

ପୂର୍ବ ଶତ୍ରୁତାରୁ ଗୁଳି ଓ ବୋମାମାଡ: ଜଣେ ମୃତ, ୨ ଗୁରୁତର

ଢେଙ୍କାନାଳ(ଓଡ଼ିଶା ଭାସ୍କର): ଢେଙ୍କାନାଳ କାମାଖ୍ୟାନଗରରେ ପୂର୍ବ ଶତ୍ରୁତାରୁ ଗୁଳି ଓ ବୋମାମାଡ ହୋଇଥିବା ସୂଚନା ମିଳିଛି । ଏହି ଗୁଳିମାଡରେ ଅନନ୍ତପୁର କଲୋନୀ ସାହିର ତୋଫାନ ପାତ୍ରଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୨…

ବର୍ତ୍ତମାନ ସୁଦ୍ଧା ୭୩୦ ଡାକ୍ତରଙ୍କ ଜୀବନ ନେଲାଣି କରୋନା, ଜାଣନ୍ତୁ କେଉଁ ରାଜ୍ୟରୁ କେତେ?

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଯୋଗୁଁ ରୋଗୀଙ୍କ ସମତେ ଅନେକ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାର ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ଦେଶରେ ଅତି କମରେ ୭୩୦ ଡାକ୍ତରଙ୍କ ମୃତ୍ୟୁ ହୋଇଛି ବୋଲି ଇଣ୍ଡିଆନ୍…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୪୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୪୮ ହଜାର ୧୫୮ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୭୭ ଲକ୍ଷ ୮୭…

ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ୮୫୦୦ କୋଟି ବିନିଯୋଗ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର କୋଭିଡ ସ୍ଥିତି, ସ୍ୱାସ୍ଥ୍ୟ ଭିତ୍ତିଭୂମି ନେଇ ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ମୁଖ୍ୟମନ୍ତ୍ରୀ କଥା…

ଖୁସି ଖବର: ଓଡ଼ିଶାରୁ ଆଜି ୫ ହଜାର ୫୭୯ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୫ ହଜାର ୫୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…