ମୁଖ୍ୟମନ୍ତ୍ରୀଙ୍କ ନୂଆ ଟିମ୍: ବାଦ୍ ପଡ଼ିଥିବା ମନ୍ତ୍ରୀ ପହଞ୍ଚିଲେ ନବୀନ ନିବାସ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ନୂଆ ଟିମରେ ୧୩ କ୍ୟାବିନେଟ୍ ଓ ୮ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏହାରି ମଧ୍ୟରେ…