ଜୁନରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ: ବ୍ରାଞ୍ଚ ଯିବା ପୂର୍ବରୁ ଦେଖନ୍ତୁ ଛୁଟି ଲିଷ୍ଟ୍

ନୂଆଦିଲ୍ଲୀ: ବ୍ୟାଙ୍କ ସହ ଜଡ଼ିତ ଅଧିକାଂଶ କାମ ଆଜିକାଲି ଅନଲାଇନରେ ହେଉଛି । କିନ୍ତୁ ଏପରି କିଛି କାମ ରହିଛି, ଯେଉଁଥିପାଇଁ ଆପଣଙ୍କୁ ବେଳେବେଳେ ବ୍ୟାଙ୍କ ଯିବାକୁ ପଡିଥାଏ । ଯଦି ଆପଣ ଜୁନ ମାସରେ ବ୍ୟାଙ୍କ ସହ ଜଡ଼ିତ…

ଘର ତିଆରି କରୁଥିବା ଲୋକଙ୍କ ପାଇଁ ଖୁସିଖବର: କୋଡିଏ ଦିନରେ ୧୫ ହଜାର ଟଙ୍କା ଶସ୍ତା ହେଲା ଲୁହାରଡ୍, ସିମେଣ୍ଟ ବି ୨୭୫ ଟଙ୍କାରେ…

ନୂଆଦିଲ୍ଲୀ: ଘର ତିଆରି କରିବାକୁ ଯୋଜନା କରୁଥିବା ଲୋକଙ୍କ ପାଇଁ ଆସିଛି ଖୁସି ଖବର । ଏବେ ଘର ତିଆରି ସାମଗ୍ରୀର ଦାମ୍ ଲଗାତାର କମିବାରେ ଲାଗିଛି । ଗତକିଛି ଦିନରେ ଲୁହା ରଡ୍ ଟନ୍ ପିଛା ୧୫ ହାଜର ଟଙ୍କ ଶସ୍ତା ହୋଇଥିବା…

କାହିଁକି ଲାଲ୍, ସବୁଜ ଓ ନୀଳ ହୋଇଥାଏ ଟ୍ରେନର କୋଚ୍ ? ଜାଣନ୍ତୁ ପ୍ରତ୍ୟେକ ରଙ୍ଗର ଅର୍ଥ

ନୂଆଦିଲ୍ଲୀ: ଭାରତୀୟମାନେ ଟ୍ରେନରେ ଯାତ୍ରା କରିବାକୁ ଅଧିକ ପସନ୍ଦ କରନ୍ତି । ଭାରତୀୟ ରେଳ ଏସିଆର ଦ୍ୱିତୀୟ ଏବଂ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟୱାର୍କ  । ଭାରତରେ ସମୁଦାୟ ୧୨,୧୬୭ ଯାତ୍ରୀବାହୀ ଟ୍ରେନ୍ ଏବଂ ୭,୩୪୯…

ଜିଲ୍ଲା ପରିଷଦ ଉପନିର୍ବାଚନ: ବିଜେଡି ବିଜୟୀ

କେନ୍ଦୁଝର(ଓଡ଼ିଶା ଭାସ୍କର): କେନ୍ଦୁଝର ଜିଲ୍ଲା ଘଟଗାଁ ଜିଲ୍ଲା ପରିଷଦ ଉପନିର୍ବାଚନରେ ବାଜିମାରିଛି ବିଜେଡି । ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡିର ରଣଜିତ ନାୟକ ବିଜୟୀ ହୋଇଛନ୍ତି । ବିଜେପିର ମହେଶ୍ୱର ନାୟକଙ୍କୁ…

ଦୁଲର୍ଭ ସ୍ଥିତି କାରଣରୁ ‘ସ୍ଥାୟୀ ହସ’ ସହ ଜନ୍ମ ହେଲା ଶିଶୁ

ଶିଶୁ ଜନ୍ମ ହେବା ମାତ୍ରେ କାନ୍ଦି ଥାଏ ଏହାତ ସମସ୍ତେ ଜାଣନ୍ତି । କିନ୍ତୁ ଅଷ୍ଟ୍ରେଲିଆର ଏକ ପରିବାରରେ ସ୍ଥାୟୀ ହସ ସହ ଜନ୍ମ ହୋଇଛି ଏକ ଶିଶୁ । ବିରଳ ସ୍ଥାୟୀ ହସ ସହ ଶିଶୁଟିର ଜନ୍ମକୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର…

ପୁରୀ ଗୁଳିକାଣ୍ଡରେ ପୋଲିସକୁ ବଡ଼ ସଫଳତା: ୪ ବନ୍ଧୁକ ଜବତ, ୭ ଗିରଫ

ପୁରୀ(ଓଡ଼ିଶା ଭାସ୍କର): ପୁରୀ ଗୁଳିକାଣ୍ଡ ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା । ପୁରୀ ଗୁଳିକାଣ୍ଡ ମାମଲାକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ପୁରୀ ଏସପି । ସେ କହିଛନ୍ତି ଯେ,…

ବଡ଼ ଖବର: ଜୁନ୍ ୨ରୁ ଆରମ୍ଭ ହେବ +୨ ମୂଲ୍ୟାୟନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଜୁନ୍ ୨ରୁ ଆରମ୍ଭ ହେବାକୁ ଯାଉଛି +୨ ମୂଲ୍ୟାୟନ । ୬୪ ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍ ଜରିଆରେ ହେବ ମୂଲ୍ୟାୟନ । ସୂଚନା ମୁତାବକ, ୬୪ଟି କେନ୍ଦ୍ରରେ ଅଫଲାଇନ୍ ଓ ୩୭ଟି କେନ୍ଦ୍ରରେ…

୧୬ ଓ ୧୯ ମେ’ରେ ଚାଲିବାକୁ ଥିବା ୧୦୫୦ ଟ୍ରେନ୍ ବାତିଲ: ଏଠାରେ ଚେକ୍ କରନ୍ତୁ ଲିଷ୍ଟ୍

ନୂଆଦିଲ୍ଲୀ: ପ୍ରତିଦିନ ଦେଶର ଲକ୍ଷାଧିକ ଯାତ୍ରୀ ଟ୍ରେନ ସେବାର ଲାଭ ଉଠାଇ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚୁଛନ୍ତି । ଏପରି ପରିସ୍ଥିତିରେ ରେଳବାଇ ଦେଶର ଲାଇଫଲାଇନ୍ ଭାବେ ଗଣନା କରାଯାଉଛି । ଏପରି କ୍ଷେତ୍ରରେ ଯଦି ଆପଣ ବି…

ଗୋଷ୍ଠୀ ସଂକ୍ରମଣ ହୋଇପାରେ ମଙ୍କିପକ୍ସ: WHO

ନୂଆଦିଲ୍ଲୀ: ଦୁନିଆରେ ଏବେ ମଙ୍କିପକ୍ସ ଭାଇରସ୍ ଦ୍ରୁତ ଗତିରେ ମାଡ଼ିଚାଲିଛି । ଏହାରି ମଧ୍ୟରେ ମଙ୍କିପକ୍ସକୁ ନେଇ ସତର୍କ କରାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ । ସତର୍କ ନରହିଲେ ଏହା ଗୋଷ୍ଠୀ ସଂକ୍ରମଣ ହୋଇପାରେ ବୋଲି WHO…

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର! ବଡ଼ ଘୋଷଣା କଲେ କେନ୍ଦ୍ର ସରକାର, ଏପରି ଉଠାନ୍ତୁ ଫାଇଦା

ନୂଆଦିଲ୍ଲୀ: ଯଦି ଆପଣ ବର୍ତ୍ତମାନ ସୁଦ୍ଧା ଆପଣଙ୍କର ରାସନ କାର୍ଡକୁ ଆଧାର ସହିତ ଲିଙ୍କ୍ କରିନାହାଁନ୍ତି, ତେବେ ଶୀଘ୍ର କରନ୍ତୁ । କାହିଁକି ନା ହିତାଧିକାରୀଙ୍କୁ ଆଉ ଏକ ବଡ଼ ସୁଯୋଗ ଦେଇଛନ୍ତି କେନ୍ଦ୍ର ସରକାର ।…