ମାଟ୍ରିକ୍ ସମେଟିଭ ଆସେସମେଣ୍ଟ ହେବ କି ନାହିଁ ? ଜାଣନ୍ତୁ ଗଣଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଜାନୁଆରୀ ୫ରେ ହେବାକୁ ଥିବା ମାଟ୍ରିକ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା ହେବ କି ନାହିଁ ବୋଲି ଛାତ୍ରଛାତ୍ରୀଙ୍କ ମନରେ ପ୍ରଶ୍ନ…