fbpx
BSKY
BJD MS SKY
BJD YOUTH SKY

ବାବା ରାମଦେବଙ୍କୁ ହର୍ଷବର୍ଦ୍ଧନଙ୍କ ଚିଠି, କହିଲେ- ‘ଆପତ୍ତିଜନକ ମନ୍ତବ୍ୟ ପ୍ରତ୍ୟାହାର କର’

ନୂଆଦିଲ୍ଲୀ: ଯୋଗଗୁରୁ ରାମଦେବ ଓ ଇଣ୍ଡିଆନ୍ ମେଡିକାଲ ଆସୋସିଏସନ ମଧ୍ୟରେ ଚାଲିଥିବା ଏଲୋପାଥି ଚିକିତ୍ସା ବୟାନରେ ହସ୍ତକ୍ଷେପ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ ହର୍ଷବର୍ଦ୍ଧନ । ସେ ଯୋଗଗୁରୁ ରାମଦେବଙ୍କୁ ଏହି…

ଓଡ଼ିଶାରେ ଆଜି ୧୧, ୬୨୭ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୧ ହଜାର ୬୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…

+୨ ପରୀକ୍ଷା ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ?

ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଏହାର ପ୍ରଭାବ ଅନେକ କ୍ଷେତ୍ରରେ ଦେଖିବାକୁ ମିଳୁଛି । ବିଶେଷ କରି ଆର୍ଥିକ କ୍ଷେତ୍ର ଓ ଶିକ୍ଷାକ୍ଷେତ୍ରରେ ଏହାର ଅଧିକ ପ୍ରଭାବ ପଡୁଛି । ଏହାରି…

ଭୁବନେଶ୍ୱରରୁ ୧,୦୪୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ଆଜି ୧,୦୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୧…

ଓଡିଶାରେ କରୋନା ନେଲା ୨୮ ଜୀବନ, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ…

ଓଡିଶାରେ ଆଜି ୧୨,୮୫୨ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୨ ହଜାର ୮୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭ ହଜାର ୧୯୫ ଜଣ ଓ…

ସୁନାରେ ବିନିଯୋଗ କରିବାର ସୁବର୍ଣ୍ଣ ସୁଯୋଗ! ସୋମବାରଠାରୁ ମିଳିବ ଏତେ ଶସ୍ତା ସୁନା, ସରକାର ଆରମ୍ଭ କରୁଛନ୍ତି ଏହି ଯୋଜନା

ନୂଆଦିଲ୍ଲୀ: ଯଦି ଆପଣ ସୁନାରେ ବିନିଯୋଗ କରିବାକୁ ଚିନ୍ତା କରୁଛନ୍ତି, ତେବେ ଆସନ୍ତା ସପ୍ତାହରେ ଆପଣଙ୍କ ପାଇଁ ଆସିବାକୁ ଯାଉଛି ଏକ ସୁବର୍ଣ୍ଣ ସୁଯୋଗ । ଯେଉଁଠାରେ ଆପଣ ଶସ୍ତା ସୁନା କିଣିପାରିବେ । ତେବେ ଶସ୍ତା ଦରରେ…

କରୋନା ମୃତ୍ୟୁସଂଖ୍ୟା ୩୪ ଲକ୍ଷ ୬୮ ହଜାର ଟପିଲା

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୪ ଲକ୍ଷ ୬୮ ହଜାର ୪୧ ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୭୦ ଲକ୍ଷ ୨୯…

କୋଭିଡରୁ ଶିଶୁ ସୁରକ୍ଷା ପାଇଁ ACSଙ୍କ ମାର୍ଗଦର୍ଶିକା

ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା କାଳରେ ଶିଶୁଙ୍କ ସୁରକ୍ଷା ନେଇ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଛୋଟ ପିଲାଙ୍କ କ୍ଷେତ୍ରରେ କରୋନା ମୁକାବିଲା ନେଇ ମାର୍ଗଦର୍ଶିକା ଜାରି କରିଛନ୍ତି ଏସିଏସ । ସବୁ ଜିଲ୍ଲାପାଳ,…

ସାବଧାନ୍‌! ଗୋଟିଏ ମାସ୍କକୁ ୨ର ୩ ସପ୍ତାହ ବ୍ୟବହାର କଲେ ବଢିପାରେ ବ୍ଲାକ୍ ଫଙ୍ଗସ୍‌

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ବେଳେ ଏବେ ମୁଣ୍ଡବିନ୍ଧାର କାରଣ ସାଜିଛି ବ୍ଲାକ ଫଙ୍ଗସ୍ । ବିନା ଲକ୍ଷଣରେ ଲୋକମାନେ ଏହାର ଶିକାର ହୋଇ ଜୀବନ ହାରୁଥିବା ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ…