ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, କହିଲେ-‘ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ’
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କରଙ୍କୁ ଜଣେ ଯଶସ୍ୱୀ…