BMC ଡେପୁଟି ମେୟର ପ୍ରାର୍ଥୀ ଘୋଷଣା କଲା BJD, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର ମହାନଗର ନିଗମ ବା ବିଏମସି ପାଇଁ ଡେପୁଟି ମେୟର ପ୍ରାର୍ଥୀ ନାଁ ଘୋଷଣା କରିଛି ବିଜେଡି । ବିଏମସିର ଡେପୁଟି ମେୟର ପ୍ରାର୍ଥୀ ଭାବେ ମଞ୍ଜୁଲତା କହଁରଙ୍କୁ ବିଜେଡି ସୁଯୋଗ ଦେଇଛି ।…