B.Ed ଆଡ଼ମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର, ଜାଣନ୍ତୁ କିପରି ହେବ ଚୟନ ପ୍ରକ୍ରିୟା
ଭୁବନେଶ୍ୱର: ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ଦୁଇ ବର୍ଷିଆ ବି.ଏଡ୍/ଏମ୍.ଏଡ୍/ ବି.ଏଚ୍.ଏଡ୍ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଛାତ୍ରଛାତ୍ରୀଙ୍କର…