ଜେଲରେ ରହିବେ ଶାହରୁଖଙ୍କ ପୁଅ ଆର୍ଯ୍ୟନ, ବେଲ୍ ଖାରଜ

ନୂଆଦିଲ୍ଲୀ: ଡ୍ରଗ୍ସ ମାମଲାରେ ଫସିଥିବା ବଲିଉଡ୍ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଡ୍ରଗ୍ସ ମାମଲାରେ ଆର୍ଯ୍ୟନଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ମୁମ୍ବାଇ କୋର୍ଟ । ଏବେ ୧୪…

ଚିଲିକା ବିଧାୟକଙ୍କ ନାଁରେ ଲାଗିଲା ସଙ୍ଗୀନ ଦଫା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ନାଁରେ ଲାଗିଲା ସଙ୍ଗୀନ ଦଫା । ଏସସି/ଏସଟି ଆଇନ ସହିତ ବିଭିନ୍ନ ଅପରାଧିକ ଦଫା ଲାଗିଥିବା ଜଣାପଡିଛି । ତେବେ ଦୀର୍ଘ ୧ ମାସ ଧରି ଫେରାର ଥିବା…

ନବରାତ୍ରିର ୯ ଦିନରେ ମା’ଙ୍କୁ ଏହି ଭୋଗ ଲଗାଇ କରନ୍ତୁ ପୂଜା, ଦୂରେଇ ଯିବ ସବୁ ସଙ୍କଟ

୨୦୨୧ ନଭେମ୍ବର ୭ରୁ ନବରାତ୍ରୀ ଆରମ୍ଭ ହୋଇଛି । ନବରାତ୍ରିର ୯ ଦିନ ମଧ୍ୟରେ ମା ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା କରାଯାଇଥାଏ । ୯ ଦିନ ରେ ମା’ଙ୍କୁ ଅଲଗା ଅଲଗା ଭୋଗ ଲଗାଇ ପୂଜା କରାଯାଏ । ଏପରି କରିବା ଦ୍ୱାରା…

ପାର୍ବଣରେ ଗାଇଡଲାଇନ୍ ପାଳନ କରିବାକୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ହ୍ରାସ ପାଉଥିଲେ ବି ସମ୍ପୂର୍ଣ୍ଣ ଦୂରେଇ ଯାଇନି । ଏଥିପାଇଁ ପାର୍ବଣରେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି । ପାର୍ବଣ ସମୟରେ କରୋନା ଗାଇଡଲାଇନ୍…

ନବରାତ୍ରିର ୯ ଦିନରେ କେଉଁ ରଙ୍ଗର ପୋଷାକ ପିନ୍ଧିବା ଉଚିତ୍, ଜାଣନ୍ତୁ

୨୦୨୧ ନଭେମ୍ବର ୭ରୁ ନବରାତ୍ରୀ ଆରମ୍ଭ ହୋଇଛି । ନବରାତ୍ରିର ୯ ଦିନ ମଧ୍ୟରେ ମା ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା କରାଯାଇଥାଏ । କୁହାଯାଏ କି ୯ ଦିନ ରଙ୍ଗ ହିସାବରେ ପୋଷାକ ପିନ୍ଧି ପୂଜା କରିବା ଦ୍ୱାରା ମା’…

୨ ସାମ୍ବାଦିକଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ନୋବେଲ କମିଟି ପକ୍ଷରୁ ୨୦୨୧ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି । ଶାନ୍ତି ପାଇଁ ୨ ସାମ୍ବାଦିକଙ୍କୁ ଦିଆଯିବ ନୋବେଲ ପୁରସ୍କାର । ୨ ସାମ୍ବାଦିକଙ୍କୁ ମିଳିତ ଭାବେ ମିଳିବ ନୋବେଲ ଶାନ୍ତି…

ସମ୍ବଲପୁର ପୋଲିସ ପଞ୍ଝାରେ ଦୁର୍ଦ୍ଦାନ୍ତ ଅପରାଧୀ ଟିମା

ସମ୍ବଲପୁର(ଓଡ଼ିଶା ଭାସ୍କର): କୁଖ୍ୟାତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ୍ ଟିମା ଗିରଫ । ସଦର ଥାନା ଅଞ୍ଚଳରୁ ୩ ସହଯୋଗୀଙ୍କ ସହିତ ଟିମା ଧରାପଡିଛି । ଧନେଶ୍ୱର ଓରଫ ଟିମା ଗିରଫ ନେଇ ସମ୍ବଲପୁର ଏସପି ସୂଚନା ଦେଇଛନ୍ତି ।…

ଲଖିମପୁର ହିଂସା: ୟୁପି ସରକାରଙ୍କ ଉପରେ ସୁପ୍ରିମକୋର୍ଟ ଖପ୍ପା, ଯୋଗୀ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଲଖିମପୁର ହିଂସାକୁ ନେଇ ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି ଶୁଣାଣି । ଏହି ମାମଲାରେ ଉତ୍ତରପ୍ରଦେଶ ସରକାରଙ୍କ ଆଭିମୁଖ୍ୟକୁ ନାପସନ୍ଦ କରିବା ସହ ବର୍ଷିଛନ୍ତି ସୁପ୍ରିମକୋର୍ଟ । ରାଜ୍ୟ ସରକାରଙ୍କ…

ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟ ନିର୍ବାଚନ କମିଶନ ସଚିବଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଞ୍ଚାୟତ ନିର୍ବାଚନକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ସଚିବ । ସରପଞ୍ଚ ସଂରକ୍ଷଣ ତାଲିକ ଚୁଡ଼ାନ୍ତ ପ୍ରସଙ୍ଗରେ ସେ…

ନବରାତ୍ରିରେ ଏହି ୪ ରାଶିର ଲୋକଙ୍କ ଉପରେ ରହିବ ମା’ ଦୁର୍ଗାଙ୍କ କୃପା

ହିନ୍ଦୁଧର୍ମରେ ନବରାତ୍ରି ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଏହି ସମୟରେ ଭକ୍ତମାନେ ମା’ଙ୍କୁ ପ୍ରସନ୍ନ କରିବାକୁ ପାଇଁ ଉପବାସ କରନ୍ତି ଓ ଜ୍ୟୋତିଷଶାସ୍ତ୍ରରେ ମଧ୍ୟ ୯ ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ମାଙ୍କର ଏହି ୯ଦିନ…