fbpx

ପଟ୍ଟାଙ୍ଗିର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାଉନ୍ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଟ୍ଟାଙ୍ଗି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଚନ୍ଦ୍ରମା ସାଉନ୍ତାଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ଚନ୍ଦ୍ରମାଙ୍କୁ ୮୩ ବର୍ଷ…

ବହୁ ଚର୍ଚ୍ଚିତ ଜର୍ଜ ହତ୍ୟାକାଣ୍ଡରେ ପୋଲିସ ଅଧିକାରୀଙ୍କୁ ସାଢ଼େ ୨୨ ବର୍ଷ ଜେଲଦଣ୍ଡ

ମିନିଆପଲିସ୍‌: ଆମେରିକାର ବହୁ ଚର୍ଚ୍ଚିତ ଜର୍ଜ ଫ୍ଲଏଡଙ୍କ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କୁ ସାଢ଼େ ୨୨ ଜେଲଦଣ୍ଡାଦେଶ ହୋଇଛି । ବେକରେ ଆଣ୍ଠୁମାଡ଼ି ବସିବାରୁ ଜର୍ଜଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ…

୬ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡ଼ି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଜେଡ଼ିର ୬ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛି ଦଳ । ନିର୍ଦ୍ଦେଶନାମାରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିକ୍ରମ କେଶରୀ ଆରୁଖଙ୍କୁ ୫ଟି…

୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା BJD, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କିଏ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ବିଜେଡି । ନୂଆ ପର୍ଯ୍ୟବେକ୍ଷକ ନାଁ ଘୋଷଣା କଲେ BJD ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରି…

ଖୁସି ଖବର: ଓଡ଼ିଶାରୁ ଆଜି ୩ ହଜାର ୬୪୪ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩ ହଜାର ୬୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…

ଆସିଲା ରେଜଲ୍ଟ, ଜୁଲାଇ ୫ରେ ଇମପ୍ରୁଭମେଣ୍ଟ ପରୀକ୍ଷା ପାଇଁ ଫର୍ମ ପୂରଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷର ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଛି । ପାସ୍ ହାର ୯୭.୮୯% ଥିବା ବେଳେ ଏବେବି କିଛି ଛାତ୍ରଛାତ୍ରୀ ମାର୍କକୁ ନେଇ ଅସନ୍ତୁଷ୍ଟ ଅଛନ୍ତି ।…

‘ପିନାକ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର):ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ 'ପିନାକ' ରକେଟର ସଫଳ ପରୀକ୍ଷଣ ହୋଇଛି । ଡିଆରଡିଓ ଦ୍ୱାରା ବାଲେଶ୍ୱର ଚାନ୍ଦିପୁର ଘାଟିରୁ 'ପିନାକ'ର ସଫଳ ପରୀକ୍ଷଣ ହୋଇଛି । ୪୫ କିଲୋମିଟର ଦୂରତାରୁ…

୨ ଟିକା ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ: ICMR 

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡିଶାରୁ ଆଜି ଗୋଟିଏ ଡେଲଟା ପ୍ଲସ ଭେରିଆଣ୍ଟ ଚିହ୍ନଟ ହୋଇଛି । ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ମିଳିଛି ଆଶ୍ୱସ୍ତିକର ଖବର । କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ…

ସାବଧାନ୍! କାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏନେଇ ୧୫ଟି ଜିଲ୍ଲାକୁ ୟେଲୋ…

୨୦୨୩ ସୁଦ୍ଧା ବସ୍ତିମୁକ୍ତ ହେବ ଓଡ଼ିଶା: ପ୍ରତାପ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୨୦୨୩ ସୁଦ୍ଧା ଓଡ଼ିଶା ବସ୍ତି ମୁକ୍ତ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ…