ରାଜ୍ୟର ସ୍କୁଲରେ କେତେ ଶିକ୍ଷକ ପଦ ଖାଲିପଡିଛି? ଜାଣନ୍ତୁ ଗଣଶିକ୍ଷା ମନ୍ତ୍ରୀ ଉତ୍ତର

ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ସ୍କୁଲରେ ୧୪ ହଜାର ୧୨୫ ଶିକ୍ଷକ ପଦ ଖାଲି ପଡିଛି । ମଞ୍ଜୁରୀପ୍ରାପ୍ତ ୩୮,୯୨୬ ଶିକ୍ଷକ ପଦରୁ ୧୪ ହଜାର ୧୨୫ ପଦ ଖାଲି ରହିଛି । ଏନେଇ ବିଧାୟକ ଅମର ଶତପଥୀଙ୍କ ପ୍ରଶ୍ନରେ…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ୧୮୮ ଶିକ୍ଷକ ପଦବୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ଥିବା ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ, ‘ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୦୦୭ଟି…

ଐତିହାସିକ ନିଷ୍ପତ୍ତି: ଏଣିକି NDAରେ ଝିଅଙ୍କୁ ଅନୁମତି

ନୂଆଦିଲ୍ଲୀ: ଜାତୀୟ ପ୍ରତିରକ୍ଷା ଏକାଡେମୀ-ଏନଡିଏରେ ଝିଅଙ୍କୁ ମିଳିବ ପ୍ରବେଶ ଅନୁମତି । ଏନେଇ ଗତକାଲିର ନିଷ୍ପତ୍ତି ସୁପ୍ରିମକୋର୍ଟଙ୍କୁ ଆଜି ଜଣାଇଛନ୍ତି କେନ୍ଦ୍ର ସରକାର । ୩ ବାହିନୀର ମୁଖ୍ୟଙ୍କ ପରାମର୍ଶ କ୍ରମେ ଏହି…

ଆସିଲା ନୂଆ SOP, ରାତି ୯ଟା ବଢ଼ିଲା ଜଗା ଦର୍ଶନ

ପୁରୀ(ଓଡ଼ିଶା ଭାସ୍କର): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ପାଇଁ ଜାରି ହୋଇଛି ନୂଆ ଏସଓପି । ଏଣିକି ସକାଳ ୭ଟାରୁ ରାତି ୯ଟା ଯାଏଁ ଜଗା ଦର୍ଶନ ପାଇଁ ବ୍ୟବସ୍ଥା ହେବ । ଅର୍ଥାତ୍ ଏଣିକି ସନ୍ଧ୍ୟା ୭ଟା ପରିବର୍ତ୍ତେ…

୫ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି, ଧର୍ମେନ୍ଦ୍ରଙ୍କୁ ୟୁପି ଦାୟିତ୍ୱ

ନୂଆଦିଲ୍ଲୀ: ୨୦୨୨ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେପି । ୫ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ତାଲିକା ଘୋଷଣା କରିଛି ବିଜେପି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତରପ୍ରଦେଶ…

ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ: ସରକାର-ପୂଜା କମିଟି ବୈଠକ ଶେଷ, ଜାଣନ୍ତୁ କ’ଣ କହିଲେ ମହାନଗର ପୂଜା କମିଟିର ସମ୍ପାଦକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗକୁ ନେଇ ଲୋକସେବା ଭବନରେ ବୈଠକ ଶେଷ ହୋଇଛି । ଏଥିରେ ସରକାର ଓ ବୂଜା କମିଟି ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଛି । କାହିଁକି କଟକଣା ନିଷ୍ପତ୍ତି ନିଆଯାଇଛି ବୋଲି…

ରାଜ୍ୟରୁ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।…

ଅଭିନେତା ଅକ୍ଷୟ କୁମାରଙ୍କ ମା’ଙ୍କର ଦେହାନ୍ତ, ଅଭିନେତା କହିଲେ – ‘ଆଜି ମୁଁ ଅସହ୍ୟ ଯନ୍ତ୍ରଣାରେ…’

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କ ମା’ ଅରୁଣା ଭାଟିଆଙ୍କ ମୃତ୍ୟୁ ହୋଇଛି । ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏହି ଦୁଃଖଦ ଖବରର ସୂଚନା ଖୋଦ୍ ଅକ୍ଷୟ କୁମାର ସୋସିଆଲ ମିଡିଆ ଜରିଆରେ…

ମଙ୍ଗେତର ସହ ପ୍ରଥମଥର ଶାରୀରିକ ସମ୍ପର୍କ ରଖିଲା ଯୁବତୀ, ଅଧିକ ବ୍ଲିଡିଂ ହେବାରୁ ….

ଭୋପାଳ: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଜଣେ ଯୁବତୀଙ୍କର ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଛି । ତେବେ ଯୁବତୀ ନିଜ ମଙ୍ଗେତର ସହିତ ପ୍ରଥମଥର ପାଇଁ ଶାରୀରିକ ସମ୍ପର୍କ ରଖିଥିଲେ । କୁହାଯାଉଛି ଯେ, ଏହି ସମୟରେ…

ଭିଜିଲାନ୍ସ ଜାଲରେ ପିଇଓ

କଣ୍ଟାବାଞ୍ଜି(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ଚଲକି ପଞ୍ଚାୟତ ପିଇଓ । ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ ପିଇଓ ବିଶ୍ୱମ୍ଭର ଭୋଇଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…