fbpx

ଜୁନ୍‌ ୧ରୁ ବଦଳିଯିବ ରୋଜଗାର ସହ ଜଡିତ ଏହି ନିୟମ: ସାଧାରଣ ଲୋକଙ୍କ ପକେଟରେ ପଡିବ ସିଧା ପ୍ରଭାବ

ନୂଆଦିଲ୍ଲୀ : ପ୍ରତ୍ୟେକ ମାସର ପ୍ରଥମ ଦିନରେ ସରକାର କିଛି ପରିବର୍ତ୍ତନ କରନ୍ତି, ଯାହା ସାଧାରଣ ଲୋକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ଏହି ନିୟମରେ ସୁକନ୍ୟା ସମୃଦ୍ଧି ଭଳି ଛୋଟ ସେଭିଙ୍ଗ ଯୋଜନା, ଇନକମ…

ନିଜକୁ ହିନ୍ଦୁ କହି ଯୁବତୀଙ୍କୁ ବିବାହ ପରେ ଟଙ୍କା ଲୁଟୁଥିଲା କାଇମବ୍ରାଞ୍ଚର ନକଲି ଇନ୍ସପେକ୍ଟର, ଆଉ ଏବେ…

ଲକ୍ଷ୍ନୌ: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପ୍ରେମ ଜିହାଦ ମାମଲାକୁ ନେଇ ଶକ୍ତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରୁଥିଲେ ବି ଅନେକ ଲୋକେ ଏହାକୁ ବ୍ୟବସାୟ ଭାବେ ବ୍ୟବହାର କରୁଛନ୍ତି । ଅନେକ ଲୋକେ…

ଅସହ୍ୟ ତାତି: ୪୦ ଡିଗ୍ରୀ ଉପରେ ୬ ସହରର ତାପମାତ୍ରା

ଭୁବନେଶ୍ବର(ଓଡିଶା ଭାସ୍କର) : କିଛିଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଗରମ ଓ ଗୁଳୁଗୁଳି । ରାଜ୍ୟର ୬ ସହରର ତାପମାତ୍ରା ଆଜି ୪୦ ଡିଗ୍ରୀ ଉପରେ ରହିଛି । ୪୨ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ…

ଖୁସି ଖବର: ଓଡ଼ିଶାରୁ ଆଜି ୧୧ ହଜାର ୮୮୧ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହଇଚଇ ସୃଷ୍ଟି କରିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୧ ହଜାର ୮୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ଓଡିଶାର ୩ ଜିଲ୍ଲାରେ କୋହଳ ହେଲା ‘ଲକଡାଉନ’ କଟକଣା, ଜାଣନ୍ତୁ କେଉଁ କେଉଁ ଜିଲ୍ଲା?

ଭୁବନେଶ୍ୱର(ଓଡିଶା ଭାସ୍କର): ଓଡିଶାରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଜୁନ୍ ୧୭ ପର୍ଯ୍ୟନ୍ତ ଲକଡାଉନ୍ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କିନ୍ତୁ ସଂକ୍ରମଣ କମିଥିବା ୩ ଜିଲ୍ଲାରେ ଲକଡାଉନ୍ କଟକଣା କୋହଳ…

କାୟା ମେଲାଉଛି କରୋନା: ଲୋକଙ୍କୁ ସଚେତନ କରିବାକୁ ଗୀତ ଗାଇଲେ ମହିଳା ଇନ୍ସପେକ୍ଟର

ଆନନ୍ଦପୁର(ଓଡିଶା ଭାସ୍କର): କରୋନାର ଦ୍ୱିତୀୟ ଲହରରେ କେବେ ସଂକ୍ରମଣ ବଢୁଛି ତ କେବେ କମୁଛି, କିନ୍ତୁ ମୃତ୍ୟୁ ସଂଖ୍ୟାରେ କିଛି ଫରକ୍ ପଡୁନି । ପ୍ରତିଦିନ ୩୦ରୁ ଅଧିକ ଲୋକଙ୍କର ପ୍ରାଣ ନେଉଛି କରୋନା । ଲୋକମାନଙ୍କ…

ଭୁବନେଶ୍ୱରରୁ ଆଜି ୧୦୦୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୧୦୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ…

ଓଡିଶାରୁ ଆଜି ୩୩ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ପୁଣି ବଢିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ…

ଓଡିଶାରେ ପୁଣି ବଢିଲା ସଂକ୍ରମଣ: ଆଜି ୯,୫୪୧ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ପୁଣି ଉପରମୁହାଁ ହେବାରେ ଲାଗିଛିି । ଗତ ୨୪ ଘଣ୍ଟା ରାଜ୍ୟରେ ୯ ହଜାର ୫୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୩୪୩ ଜଣ…

କରୋନା ମୃତ୍ୟୁସଂଖ୍ୟା ୩୫ ଲକ୍ଷ ୪୭ ହଜାର ଟପିଲା

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୫ ଲକ୍ଷ ୪୭ ହଜାର ୮୭୩ ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୬ ଲକ୍ଷ ୧୦…