ଆମାଜନ୍ ଦେଉଛି ବମ୍ପର୍ ଅଫର୍, ଚାକିରି ସହିତ ପାଇବେ ୧ ଲକ୍ଷ ଟଙ୍କା

ନୂଆଦିଲ୍ଲୀ: ଅନଲାଇନ୍ ମାର୍କେଟପ୍ଲେସ ଆମାଜନ୍ ନୂଆ ଗୋଦାମ କର୍ମଚାରୀଙ୍କୁ ୧୦୦୦ ପାଉଣ୍ଡ ବା ପ୍ରାୟ ୧ ଲକ୍ଷ ଟଙ୍କାର ଜଇନିଙ୍ଗ ବୋନସ୍ ଯୋଗାଉଛି । ନିଯୁକ୍ତି ସଙ୍କଟକୁ ଯଥାଶୀଘ୍ର ଶେଷ କରିବାକୁ କମ୍ପାନୀ ଏପରି କରୁଛି ।…

ଗୁରୁ ଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଦିଆଯିବ ଟିକା

ନୂଆଦିଲ୍ଲୀ: କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ଏହାରି ମଧ୍ୟରେ ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସବୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦିଆଯିବ ଟିକା । ଶିକ୍ଷକଙ୍କୁ…

ବିଚ୍ ରାସ୍ତାରେ ପୋଲିସ କର୍ମୀ କଲେ ଏପରି କାମ, ଭାଇରାଲ ହୋଇଗଲା Video

ନୂଆଦିଲ୍ଲୀ:ସାଧାରଣତଃ ଲୋକମାନେ ନିଶାରେ ଥିବା ବେଳେ ଅଜବ କାମ କରିଥାନ୍ତି ଓ ତାଙ୍କୁ ଜଣା ବି ନଥାଏ କି ସେମାନେ କ’ଣ କରୁଛନ୍ତି । ନିକଟରେ ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଖୁବ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ…

ତୃତୀୟ ଲହରକୁ ନେଇ ଡିଏମଇଟି କହିଲେ- ‘ବିଭିନ୍ନ ମଡେଲର ଆକଳନ ଭିନ୍ନ’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ଦ୍ୱିତୀୟ ଲହର ହ୍ରାସ ପାଇଥିବା ବେଳେ ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଛାନିଆ ପଶିଛି । ଏହାରି ମଧ୍ୟରେ କୋଭିଡର ୩ୟ ଲହରକୁ ନେଇ ଡିଏମଇଟି ସିବିକେ ମହାନ୍ତି ସୂଚନା ଦେଇ କହିଛନ୍ତି ଯେ,…

ଜର୍ମାନୀରେ ପିଜ୍ଜା ଡେଲିଭରି କରୁଛନ୍ତି ଆଫଗାନିସ୍ତାନର ପୂର୍ବତନ ମନ୍ତ୍ରୀ, ତାଲିବାନ୍ ଡରରେ ଛାଡିଥିଲେ ଦେଶ

କାବୁଲ : ତାଲିବାନ୍ ଆଫଗାନିସ୍ତାନ ନିଜ କବଜାକୁ ନେବା ପରେ ରାଷ୍ଟ୍ରପତି ଆଶରଫ ଘନିଙ୍କ ସମେତ ବହୁ ରାଜନେତା ଓ ମନ୍ତ୍ରୀ ଦେଶ ଛାଡି ପଳାୟନ କରିଛନ୍ତି । ସେମାନଙ୍କ ମଧ୍ୟରୁ କେତେକ ଏବେ ସାଧାରଣ ଲୋକଙ୍କ ଭଳି ଜୀବନ…

ରାଜ୍ୟରେ ପୌର ନିର୍ବାଚନ ବିଳମ୍ବ ମାମଲା: ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ (ଓଡ଼ିଶା ଭାସ୍କର): ରାଜ୍ୟରେ ପୌର ନିର୍ବାଚନ ବିଳମ୍ବ ମାମଲାରେ ୩ଟି ପୃଥକ ରିଟ୍ ପିଟିସନକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ହାଇକୋର୍ଟ । କଟକ, ଭୁବନେଶ୍ୱର କର୍ପୋରେସନ ତରଫରୁ ଦାଖଲ ହୋଇଥିଲା ପିଟିସନ୍ । ଏହା…

ଅଫ୍‌ଲାଇନ ମାଟ୍ରିକ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ସୋରଡ଼ା ବିଧାୟକ

ସୋରଡ଼ା (ଓଡ଼ିଶା ଭାସ୍କର): ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା ଫଳାଫଳ ମଙ୍ଗଳବାର ଦିନ ପ୍ରକାଶ ପାଇଛି । ଏଥିରେ ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମାଟ୍ରିକ୍‌ ପରୀକ୍ଷାରେ ପାସ୍‌ କରିଛନ୍ତି । ୪୯…

ବିଦ୍ୟୁତ ଯାନକୁ ଓଡ଼ିଶାର ପ୍ରୋତ୍ସାହନ, ଜାଣନ୍ତୁ କାହାକୁ ମିଳିବ କେତେ ରିହାତି?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦିନକୁ ଦିନ ପେଟ୍ରୋଲ-ଡିଜେଲ ଦର ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସରକାର ମଧ୍ୟ ବିଦ୍ୟୁତ୍ ଚାଳିକ ଯାନକୁ କିଣିବା ପାଇଁ ପ୍ରୋତ୍ସାହିତ କରୁଛନ୍ତି । ଏହା ବ୍ୟତୀତ ପ୍ରଦୂଷଣ…

SBI ଗ୍ରାହକ ସାବଧାନ୍! ବ୍ୟାଙ୍କ ବଦଳାଇଲା ବଡ଼ ନିୟମ, Transactionରେ ହୋଇପାରେ ସମସ୍ୟା

ନୂଆଦିଲ୍ଲୀ: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଏସବିଆଇ ଗ୍ରାହକଙ୍କ ପାଇଁ ଆସିଛି ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଗ୍ରାହକଙ୍କ ସୁରକ୍ଷା ପାଇଁ ବ୍ୟାଙ୍କ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି । ଏହି ପରିବର୍ତ୍ତନ…

ରାଜ୍ୟରେ ପୁଣି ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍…