ସମସ୍ତ ମୁକୁଳା ଡ୍ରେନରେ ପଡ଼ିବ କି ସ୍ଲାବ୍? ବୈଠକରେ ନିଆଗଲା ଏହି ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର ସମେତ ସମସ୍ତ ସହରାଞ୍ଚଳର ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ । ଏନେଇ ବିଧାନସଭା ଷ୍ଟାଣ୍ଡିଂ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ନିଆଯାଇଛି । ମୁକୁଳା ଡ୍ରେନରେ ସ୍ଲାବ…

ପିପିଲି ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ପିପିଲି ଉପ-ନିର୍ବାଚନରେ ବିପୁଳ ମାତ୍ରାରେ ବିଜୟୀ ହେବା ପରେ ଆଜି ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି ରୁଦ୍ର ମହାରଥୀ । ବିଧାନସଭାରେ ରୁଦ୍ରଙ୍କୁ ଶପଥପାଠ କରାଇଛନ୍ତି ବାଚସ୍ପତି…

ଏଣିକି ଫାଣ୍ଡି ଦାୟିତ୍ୱରେ ରହିବେ SI, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ରାଜ୍ୟରେ ୨୧୬ଟି ପୋଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସବ୍ ଇନ୍ସପେକ୍ଟର । ଏ ସମ୍ପର୍କୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ସହକାରୀ ସବ୍…

ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଅଣ୍ଟା ଭିଡିଛନ୍ତି ଓଡ଼ିଶା ସରକାର । ଏହାରି ମଧ୍ୟରେ ଆଉ ୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ଦୁର୍ନୀତିଗ୍ରସ୍ତ ଓ…

ରାଜ୍ୟରେ ଟିକାଦାନ ପାଇଁ ହେଲା ସ୍ୱତନ୍ତ୍ର ବ୍ୟବସ୍ଥା, ଜାଣନ୍ତୁ କିପରି ନେବେ ଏହାର ଫାଇଦା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ମୁକାବିଲା ପାଇଁ ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଏହାରି ମଧ୍ୟରେ ଟିକାଦାନ କେନ୍ଦ୍ର ଯାଇ ଟିକା ନେବାକୁ ଅକ୍ଷମ ବ୍ୟକ୍ତିଙ୍କ ପାଇଁ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା ।…

ପାଠକ ଦୁର୍ନୀତି ମାମଲା; ଇଡିରେ ହାଜର ହେଲେ ଅଭୟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା କୋଟିପତି ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ମିଳିଥିଲା ସର୍ତ୍ତମୂଳକ ଜାମିନ୍ । ଏହାରି ମଧ୍ୟରେ ଆଜି ଅଭୟ ପାଠକ ପ୍ରବର୍ତ୍ତନ…

ଲଖୀମପୁର ହିଂସା: ଆସିଲା ମୃତ କୃଷକଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଲଖୀମପୁର: ଉତ୍ତରପ୍ରଦେଶ ଲଖୀମପୁର ଖେରିରେ ହୋଇଥିବା ହିଂସାକୁ ନେଇ ଏବେ ତେଜିଛି ରାଜନୀତି । ଏହାରି ମଧ୍ୟରେ ହିଂସାରେ ମୃତ କୃଷକଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ଗୁଳିରେ କୌଣସି କୃଷକଙ୍କ ମୃତ୍ୟୁ ହୋଇନଥିବା…

ଲଖୀମପୁର ହିଂସା: କଂଗ୍ରେସ-AAPର ନେତା ସେୟାର କଲେ ଦୁର୍ଘଟଣାର ଭିଡିଓ

ଲଖୀମପୁର: ଉତ୍ତରପ୍ରଦେଶ ଲଖୀମପୁର ଖେରିରେ କେନ୍ଦ୍ର ଗୃହ ରାଜ୍ୟମନ୍ତ୍ରୀ ଅଜୟ ମିଶ୍ରା ଟେନିଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡ଼ି ଧକ୍କାରେ କୃଷକଙ୍କ ମୃତ୍ୟୁ ଓ ଏହା ପରେ ହୋଇଥିବା ଉତ୍ତେଜନାର ଭିଡିଓ ଗୋଟିଏ ପରେ ଗୋଟିଏ…

ଥାନାରେ ଥାର୍ଡ ଡିଗ୍ରୀ ଘଟଣା, ଏସଆଇଙ୍କ ବଦଳି

ମାଲକାନଗିରି(ଓଡ଼ିଶା ଭାସ୍କର): ଥାନରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ଦେବା ଏସଆଇଙ୍କୁ ପଡିଲା ମହଙ୍ଗା । ମାଲକାନଗିରି ମୋଟୁ ଥାନାରେ ୨ ଅଭିଯୁକ୍ତଙ୍କୁ ଥାର୍ଡ ଘଟଣାରେ ନିଆଯାଇଛି ବଡ଼ ପଦକ୍ଷେପ । ମୋଟୁ ଥାନା ଏସଆଇ…

ଗ୍ୟାଙ୍ଗଷ୍ଟାର ହାଇଦର ପୁଅକୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦ୍ରାପଡ଼ା(ଓଡ଼ିଶା ଭାସ୍କରର): ଗ୍ୟାଙ୍ଗଷ୍ଟାର ହାଇଦରର ପୁଅ ସେକ୍ କାଦିର ଓରଫ ମୁନ୍ନାକୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଛି । ମୁନ୍ନାକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଜଜ୍ । ଆଳିରେ ଜଣେ…