ଆନ୍ଧ୍ର ସୀମାରେ ପିଲାଙ୍କୁ ଓଡ଼ିଆ ବହି ନମିଳିବା ପ୍ରସଙ୍ଗରେ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ? ଜାଣନ୍ତୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆନ୍ଧ୍ର ସୀମାବର୍ତ୍ତୀ ଜିଲ୍ଲାରେ ପିଲାଙ୍କୁ ଓଡ଼ିଆ ବହି ନମିଳିବା ପ୍ରସଙ୍ଗରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଉତ୍କଳ ସମ୍ମିଳନୀ ଜରିଆରେ ଓଡ଼ିଆ…

କଂଗ୍ରେସ ଛାଡ଼ିବେ କ୍ୟାପଟେନ୍! ଶାହାଙ୍କ ସହ ସାକ୍ଷାତ ପରେ ବଡ଼ ବୟାନ

ନୂଆଦିଲ୍ଲୀ: ପଞ୍ଜାବରେ ଚାଲିଥିବା ରାଜନୈନିକ ଝଡ଼ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ କଂଗ୍ରେସ ପାଇଁ ଆଉ ଏକ ସଙ୍କଟ ଆଣିଛନ୍ତି । ଖୁବଶୀଘ୍ର କଂଗ୍ରେସ ଛାଡ଼ିପାରନ୍ତି କ୍ୟାପଟେନ୍ ଅମରିନ୍ଦର ସିଂ…

ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଲେ ହାସ୍ୟ ଅଭିନେତା ଗୁଡୁଙ୍କ ମା’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଲିଉଡ଼ ଜଗତର ହାସ୍ୟ ଅଭିନେତା ଗୁଡୁଙ୍କ ମାଆଙ୍କ ପରଲୋକ ହୋଇଛି । ମାଆ ଗୀତାଞ୍ଜଳିଙ୍କର ଏକ ଟ୍ରେନ୍ ଦୁର୍ଘଣାରେ ଦେହାନ୍ତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ,ଯାଜପୁର ଜିଲ୍ଲା…

ପଞ୍ଜାବ ପାଇଁ କେଜ୍ରିୱାଲଙ୍କ ୬ ବଡ଼ ପ୍ରତିଶ୍ରୁତି: କହିଲେ ‘ସରକାରକୁ ଆସିଲେ ଚିକିତ୍ସା, ଔଷଧ ଓ ଅପରେସନ ମାଗଣା’

ଚଣ୍ଡିଗଡ଼: ଆସନ୍ତାବର୍ଷ ପଞ୍ଜାବରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନ ପାଇଁ ଅଣ୍ଟା ଭିଡ଼ିଛି ଆମ୍ ଆଦମୀ ପାର୍ଟି ବା ଆପ୍ । ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପଞ୍ଜାବ ଗସ୍ତରେ ଯାଇ ବଡ଼ ଘୋଷଣା…

ପିପିଲି ଉପନିର୍ବାଚନ: ଦିନ ୧ଟା ସୁଦ୍ଧା ୪୫.୩୨% ମତଦାନ

ପିପିଲି(ଓଡ଼ିଶା ଭାସ୍କର): ପିପିଲି ଉପନିର୍ବାଚନ ମତଦାନ ଜାରି ରହିଛି । ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଦିନ ୧ଟା ସୁଦ୍ଧା ପିପିଲିରେ ୪୫.୩୨% ଭୋଟିଂ ହୋଇଛି । ଆଜି ପିପିଲି ପାଇଁ ନେତା ବାଛୁଛନ୍ତି…

୨୦ ବର୍ଷୀୟା ଯୁବତୀଙ୍କ ସହ ଗଣଦୁଷ୍କର୍ମ, ଲିଫ୍ଟ ଦେବା ବାହାନାରେ ଜଣଙ୍କ ପରେ ଜଣେ…

ହାଇଦ୍ରାବାଦ: ତେଲେଙ୍ଗାନାରୁ ପୁଣି ଥରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ତେଲେଙ୍ଗାନାର ନିଜାମାବାଦରେ ଖାଲି ପଡିଥିବା ମେଡିକାଲର ବିଲ୍ଡିଂରେ ୨୦ ବର୍ଷୀୟା ଯୁବତୀଙ୍କ ସହ ଗଣଦୁଷ୍କର୍ମ ହୋଇଛି । ପୋଲିସ ମତରେ…

ବୁର୍ଲା ଭିସୁଟରେ ଗଣ୍ଡଗୋଳ, ୧୨ ଛାତ୍ରଙ୍କୁ ରଷ୍ଟିକେଟ୍

ବୁର୍ଲା(ଓଡ଼ିଶା ଭାସ୍କର): ବୁର୍ଲା ଭିସୁଟରେ ୩ ବର୍ଷର ଇଞ୍ଜିନିୟରିଂ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ନିଆଯାଇଛି ବଡ଼ କାର୍ଯ୍ୟାନୁଷ୍ଠାନ । ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି…

ଭବାନୀପୁରରେ ଚାଲିଛି ମତଦାନ: ମମତା ଓ ପ୍ରିୟଙ୍କାଙ୍କ ମଧ୍ୟରେ କଡ଼ା ଟକ୍କର, ସମସେରଗଞ୍ଜରେ ଟିଏମସି ନେତା ଗିରଫ୍

କୋଲକତା: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ଏହି ଆସନ ପାଇଁ ୨ ଲକ୍ଷରୁ ଅଧିକ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ବାଛୁଛନ୍ତି ।…

ଆଜି ରାଜ୍ୟରୁ ବାହାରିଲେ ୬୦୨ ପଜିଟିଭ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା…

ପିପିଲି ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୭.୮% ମତଦାନ

ପିପିଲି(ଓଡ଼ିଶା ଭାସ୍କର): ଆଜି ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ । ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ପିପିଲି ପାଇଁ ନେତା ବାଛୁଛନ୍ତି ମତଦାତା । ସକାଳ ୯ଟା ସୁଦ୍ଧା ୭.୮ ପ୍ରତିଶତ ମତଦାନ ହୋଇଥିବା…