ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସ୍ଥଗିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଜାଣନ୍ତୁ କାରଣ
କଟକ(ଓଡ଼ିଶା ଭାସ୍କର): ଆସନ୍ତାକାଲି ହେବାକୁ ଥିବା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସ୍ଥଗିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପୁରସ୍କାର ପ୍ରଦାନ ଉତ୍ସବ ସ୍ଥଗିତ ପାଇଁ ନିଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଘୋଷଣା ହୋଇଥିବା…