ନବୀନ ନିବାସରେ ଦୁଇଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇଟି ପୁସ୍ତକ ‘ ଆଜିର ଦିନଟି ମୋର’ ଏବଂ ‘ ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି । ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଭାରତୀୟ…

ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ପ୍ରକଳ୍ପକୁ ଅନୁମୋଦନ, ଦେଢ଼ଲକ୍ଷ କୋଟିର ନିବେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ବଡ଼ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ପ୍ରକଳ୍ପ ପାଇଁ ମୋଟ ୧.୪୬ ଲକ୍ଷ କୋଟି ଟଙ୍କା ବ୍ୟବବରାଦ ହୋଇଥିବା ବେଳେ ଏଥିରେ ରାଜ୍ୟର ପ୍ରାୟ ୨୭ ହଜାର ଲୋକଙ୍କୁ…

ରଥଯାତ୍ରାରେ ଛେରାପହଁରା କରିବେ ଗଜପତି

ପୁରୀ(ଓଡ଼ିଶା ଭାସ୍କର): କରୋନା କାଳରେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କଟକଣାରେ ପାଳିତ ହେବ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା । ଏଥର ରଥଯାତ୍ରାରେ ଛେରାପହଁରା କରିବେ ଗଜପତି ମହାରାଜା । ଛେରାପହଁରା ନେଇ ଗଜପତି ମହାରାଜା…

ଏଣିକି ମରିବା ପୂର୍ବରୁ ଜାଣିପାରିବେ ମୃତ୍ୟୁ ତାରିଖ! ମାର୍କେଟକୁ ଆସିଲା ଭବିଷ୍ୟବାଣୀ କରୁଥିବା କାଲକୁଲେଟର

ମୃତ୍ୟୁ ହେଉଛି ଦୁନିଆର ଅପ୍ରିୟ ସତ୍ୟ । ଜନ୍ମ ମାତ୍ରେ ମୃତ୍ୟୁ ସୁନିଶ୍ଚିତ । ସମସ୍ତଙ୍କୁ ଦିନେ ନା ଦିନେ ମରିବାକୁ ପଡ଼ିବ । କେଉଁ ଦିନ କାହାର ଶେଷ ଦିନ ହେବ, ତାହା କେହି କହିପାରିବେ ନାହିଁ । କିନ୍ତୁ ଆଗାମୀ ସମୟରେ…

୧୧ରେ ଲଘୁଚାପ ! ଆଗାମୀ ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲା ସାବଧାନ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଜୁଲାଇ ୧୧ରେ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ…

ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, AIIMSରେ ହେବ ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର AIIMS ପରିସରରେ ହେବ ଅଗ୍ନିଶମ ସେବା କେନ୍ଦ୍ର । ଏହି ଅଗ୍ନିଶମ ସେବା କେନ୍ଦ୍ର ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କେନ୍ଦ୍ରରେ ଜଣେ…

ବିମାନବନ୍ଦରର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ପ୍ରଭାତ, କହିଲେ…

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର ବିମାନବନ୍ଦରର ନୂଆ ନିର୍ଦ୍ଦେଶକ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ପ୍ରଭାତ ରଞ୍ଜନ ବେଉରିଆ । ଦାୟିତ୍ୱ ନେବା ପରେ ପ୍ରଭାତ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ବାକି ଥିବା…

ରାଜ୍ୟରେ ବନ୍ଦ ହେବ କୋଭିଡ଼ କେୟାର ସେଣ୍ଟର, ଜାଣନ୍ତୁ କାରଣ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହାରି ମଧ୍ୟରେ ସବୁ ଜିଲ୍ଲାପାଳ ଓ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଏସିଏସ ପ୍ରଦୀପ୍ତ ମହାପାତ୍ର । ରୋଗୀ ନଥିଲେ…

ଏଣିକି ମଲରେ ମିଳିବ ମଦ: ଦୋକାନ ଭିତରକୁ ଯାଇ ବାଛିପାରିବେ ମନପସନ୍ଦର ବ୍ରାଣ୍ଡ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ରହୁଥିବା ଲୋକଙ୍କ ପାଇଁ ଆସିଛି ବଡ ଖବର । ଏଣିକି ଦିଲ୍ଲୀବାସୀ ମଲରେ ସପିଂ କରିବା ସହ ମଦ ବି କିଣିପାରିବେ । ଦିଲ୍ଲୀର କେଜରିୱାଲ ସରକାର ଏକ୍ସାଇଜ ପଲିସି ୨୦୨୧-୨୨ ଜାରୀ କରିଛନ୍ତି ।…

୮ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି, ଜାଣନ୍ତୁ କାହାକୁ ମିଳିଲା କେଉଁ ରାଜ୍ୟ?

ନୂଆଦିଲ୍ଲୀ: କେନ୍ଦ୍ରରେ ମୋଦୀ ସରକାରଙ୍କ ସମ୍ପ୍ରସାରଣକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୮ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି । ମୋଦୀ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଥିବା…