ଗାଇଡଲାଇନ୍ କଡ଼ାକଡ଼ି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ବଢ଼ିଚାଲିଛି ମୃତ୍ୟୁସଂଖ୍ୟା । ଏହାରି ମଧ୍ୟରେ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂକ୍ରମଣ…

୧୦ ଜିଲ୍ଲା ସାବଧାନ୍! ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ୧୦ ଜିଲ୍ଲା…

ଏହି ରାଜ୍ୟରେ ୧୦ ଜୁଲାଇ ଯାଏ ବଢ଼ିଲା ଲକଡାଉନ୍

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଧିରେ ଧୀରେ ହ୍ରାସ ପାଉଥିବା ବେଳେ ତୃତୀୟ ଲହରକୁ ନେଇ ଭୟ ଖେଳିଯାଇଛି । ସେପଟେ କରୋନାର ଡେଲ୍ଟା ପ୍ଲସ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ପଞ୍ଜାବରେ କରୋନା…

SBI ଗ୍ରାହକଙ୍କୁ ଝଟକା୍: ୧ ଜୁଲାଇରୁ ବଦଳିଯିବ ଏହି ନିୟମ

ନୂଆଦିଲ୍ଲୀ: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ SBIରେ ଯଦି ଆପଣଙ୍କର ଆକାଉଣ୍ଟ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । କାହିଁକି ନା ୧ ଜୁଲାଇ ୨୦୨୧ରୁ SBI କିଛି ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି ।…

ଭୁବନେଶ୍ୱରରେ ୫ଟି ମଦ ଦୋକାନ ସିଲ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ମୁକାବିଲା ପାଇଁ ସରକାର ଯେତେ କଟକଣା ଲାଗୁ କଲେ ବି ଲୋକାମନେ ଏହାକୁ ଫୁ’ କରି ଉଡ଼ାଇଦେଉଛନ୍ତି । ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରର ୫ଟି ମଦ ଦୋକାନ ସିଲ୍ ହୋଇଛି । କୋଭିଡ ନିୟମ…

ଏନକାଉଣ୍ଟରରେ ଲସ୍କର କମାଣ୍ଡର ସମେତ ୨ ଆତଙ୍କବାଦୀ ନିପାତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ଶ୍ରୀନଗର ଜିଲ୍ଲାର ପରିମପୋରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟରେ ନିପାତ ହୋଇଛନ୍ତି ୨ ଆତଙ୍କବାଦୀ । ୨ ମୃତକଙ୍କ ମଧ୍ୟରୁ ଜଣେ ଲସ୍କର…

ଗର୍ଭବତୀମାନେ କେବେ କରୋନା ଟିକା ନେବା ଉଚିତ୍, ଜାଣନ୍ତୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡଲାଇନ୍

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ବିଶ୍ୱର ସବୁଠାରୁ ଅଧିକ ଟିକାକରଣ ଦେଶ ମଧ୍ୟରେ ଭାରତ ପ୍ରଥମ ସ୍ଥାନ ଅଧିକାର କରିଛି । ଏହାରି ମଧ୍ୟରେ ଗର୍ଭବତୀ ମହିଳାଙ୍କ ଟିକାକରଣକୁ ନେଇ…

ଓଡ଼ିଶାର ୮ଟି ଜିଲ୍ଲାରେ ସୁନାର ହଲମାର୍କିଂ ବାଧ୍ୟତାମୂଳକ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭାରତୀୟ ମାନକ ବ୍ୟୁରୋ ବା ବିଆଇଏସ ପକ୍ଷରୁ ଦେଶରେ ସୁନା ହଲମାର୍କିଂ ବାଧ୍ୟତାମୂଳକ କରିବାକୁ ନିୟମ ପ୍ରଣୟନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ସମଗ୍ର ଭାରତବର୍ଷରେ ମୋଟ ୨୫୬ଟି ଜିଲ୍ଲାରେ…

ଜୁଲାଇରେ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାଟ୍ରିକ୍ ଫଳାଫଳକୁ ନେଇ ଅନେକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ ମାଟ୍ରିକ ପରୀକ୍ଷା ବ୍ୟବସ୍ଥା ହୋଇଛି । ମାର୍କ କମ୍…

ଭୁବନେଶ୍ୱରରୁ ଆଜି ୨୮୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୨୮୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ…