୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା BJD, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କିଏ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ବିଜେଡି । ନୂଆ ପର୍ଯ୍ୟବେକ୍ଷକ ନାଁ ଘୋଷଣା କଲେ BJD ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରି…

ଖୁସି ଖବର: ଓଡ଼ିଶାରୁ ଆଜି ୩ ହଜାର ୬୪୪ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩ ହଜାର ୬୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା…

ଆସିଲା ରେଜଲ୍ଟ, ଜୁଲାଇ ୫ରେ ଇମପ୍ରୁଭମେଣ୍ଟ ପରୀକ୍ଷା ପାଇଁ ଫର୍ମ ପୂରଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷର ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଛି । ପାସ୍ ହାର ୯୭.୮୯% ଥିବା ବେଳେ ଏବେବି କିଛି ଛାତ୍ରଛାତ୍ରୀ ମାର୍କକୁ ନେଇ ଅସନ୍ତୁଷ୍ଟ ଅଛନ୍ତି ।…

‘ପିନାକ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର(ଓଡ଼ିଶା ଭାସ୍କର):ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ 'ପିନାକ' ରକେଟର ସଫଳ ପରୀକ୍ଷଣ ହୋଇଛି । ଡିଆରଡିଓ ଦ୍ୱାରା ବାଲେଶ୍ୱର ଚାନ୍ଦିପୁର ଘାଟିରୁ 'ପିନାକ'ର ସଫଳ ପରୀକ୍ଷଣ ହୋଇଛି । ୪୫ କିଲୋମିଟର ଦୂରତାରୁ…

୨ ଟିକା ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ: ICMR 

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡିଶାରୁ ଆଜି ଗୋଟିଏ ଡେଲଟା ପ୍ଲସ ଭେରିଆଣ୍ଟ ଚିହ୍ନଟ ହୋଇଛି । ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ମିଳିଛି ଆଶ୍ୱସ୍ତିକର ଖବର । କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ…

ସାବଧାନ୍! କାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏନେଇ ୧୫ଟି ଜିଲ୍ଲାକୁ ୟେଲୋ…

୨୦୨୩ ସୁଦ୍ଧା ବସ୍ତିମୁକ୍ତ ହେବ ଓଡ଼ିଶା: ପ୍ରତାପ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୨୦୨୩ ସୁଦ୍ଧା ଓଡ଼ିଶା ବସ୍ତି ମୁକ୍ତ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ…

ମାତ୍ର ୯୯୯ ଟଙ୍କାରେ ବିମାନ ଯାତ୍ରା କରିବାର ସୁଯୋଗ, ସାଥିରେ ମିଳିବ ମାଗଣା ଫ୍ଲାଇଟ୍ ଭାଉଚର୍

ନୂଆଦିଲ୍ଲୀ : ଯଦି ଆପଣ ଯାତ୍ରା କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଖରେ ରହିଛି ସୁବର୍ଣ୍ଣ ସୁଯୋଗ ଯେଉଁଠାରେ ଆପଣ ଶସ୍ତାରେ ବିମାନ ଯାତ୍ରା କରିପାରିବେ । ତେବେ କରୋନା କାଳରେ ଏୟାରଲାଇନ୍ କମ୍ପାନୀଗୁଡିକ…

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଘରେ ଇଡିର ଚଢ଼ାଉ

ନାଗପୁର: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ପଦ ଛାଡିବା ପରେ ବି ସମସ୍ୟା ବଢ଼ିବାରେ ଲାଗିଛି । ଯେବେଠାରୁ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନିଲ…

ଭୁବନେଶ୍ୱର ୟୁନିଟ୍-୧ ହାଟ ସିଲ୍, ଜାଣନ୍ତୁ କେତେ ଦିନ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରର ୟୁନିଟ-୧ ହାଟକୁ ଆଜି ସିଲ୍ କରିଛି ବିଏମସି । ୟୁନିଟ-୧ ହାଟକୁ ବିଏମସି ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ସିଲ କରିଥିବା ସୂଚନା ମିଳିଛି । କୋଭିଡ ନିୟମ ଉଲ୍ଲଂଘନ…