Breaking News +୩ ରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ କଟ୍ ଅଫ୍ ମାର୍କ Sushreejyoti Routray Sep 9, 2021 ଭୁବନେଶ୍ୱର,(ଓଡିଶା ଭାସ୍କର): +୩ରେ ନାମଲେଖା ପାଇଁ ଆଜି ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ କଟ୍ ଅଫ୍ ମାର୍କ । ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ୧୩ରୁ ୧୬ ମଧ୍ୟରେ ନାମ ଲେଖାଇବା ପାଇଁ ଫି ଦାଖଲ କରିପାରିବେ ।…
Breaking News ରାଜ୍ୟରୁ ଆଜି ୧୨୨ ଶିଶୁ ପଜିଟିଭ୍ ଚିହ୍ନଟ, ମୋଟ ୭୭୧ ସଂକ୍ରମିତ Sushreejyoti Routray Sep 9, 2021 ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି…
Breaking News ବାଇକ୍ ଉପରେ ପ୍ରେମୀଯୁଗଳଙ୍କ ଲଭ୍ ସିନ୍: ଭାଇରାଲ ହେବା ପରେ ଆକ୍ସନ ମୋଡରେ ପୋଲିସ, ଦେଖନ୍ତୁ ଭିଡିଓ Sushreejyoti Routray Sep 9, 2021 ଭୋପାଳ: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଜଣେ ଯୁବକ-ଯୁବତୀଙ୍କ ଚଳନ୍ତା ବାଇକ ଉପରେ ଲଭ୍ ସିନ୍ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି । ଭିଡିଓ ଭାଇରାଲ ହେବା ପରେ ଆକ୍ସନ ମୋଡକୁ ଆସି ଦୁହିଁଙ୍କୁ…
Breaking News ACF ସୌମ୍ୟ ମୃତ୍ୟୁ ମାମଲା: ନ୍ୟାୟ ଦାବିରେ ଆଜି ୬ ଘଣ୍ଟିଆ ଖଇରା ବନ୍ଦ Sushreejyoti Routray Sep 9, 2021 ଖଇରା (ଓଡ଼ିଶା ଭାସ୍କର): ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଦିନକୁ ଦିନ କିଛି ନୂଆ ତଥ୍ୟ ମିଳୁଛି, କିନ୍ତୁ ଆଜିଯାଏ ନ୍ୟାୟ ମିଳିପାରୁ ନାହିଁ । ଏହି ଘଟଣାକୁ ନେଇ ଆଜି ୬ ଘଣ୍ଟିଆ ଖଇରା ବନ୍ଦ ପାଳନ ହେଉଛି ।…
Breaking News ନିୟମ-କାନୁନ ଅନୁସାରେ ବ୍ୟବହାର କରିବାକୁ ପଡ଼ିବ କଣ୍ଡୋମ, ନହେଲେ ଜୋରିମାନା! Sushreejyoti Routray Sep 9, 2021 କାହାର ବ୍ୟକ୍ତିଗତ ଜୀବନରେ କେହି ହସ୍ତକ୍ଷେପ କରିପାରିବେ ନାହିଁ, କିନ୍ତୁ ଯୁକ୍ତରାଷ୍ଟ୍ର ଆମେରିକାର କାଲିଫର୍ଣ୍ଣିଆରେ ଦମ୍ପତ୍ତିଙ୍କ ବ୍ୟକ୍ତିଗତ ମୂହୁର୍ତ୍ତରେ ଆଇନ୍ ହସ୍ତକ୍ଷେପ କରିବ । କାଲିଫର୍ଣ୍ଣିଆରେ ସରକାର…
Breaking News ବିଧାନସଭା ସମ୍ମୁଖରେ ଆତ୍ମହତ୍ୟା ପ୍ରସଙ୍ଗ; SCBରେ ରାତି ଅଧରେ ପୋଷ୍ଟମର୍ଟମ Sushreejyoti Routray Sep 9, 2021 କଟକ (ଓଡ଼ିଶା ଭାସ୍କର): ବିଧାନସଭା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା କୁଜଙ୍ଗ ଯୁବକ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ମୃତ୍ୟୁ ଘଟିଛିି । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାତି ଅଧରେ ତାଙ୍କର…
Breaking News ରାଜ୍ୟ ସରକାରଙ୍କ ଘୋଷଣା- ପ୍ରମୋଦ ଭଗତଙ୍କୁ ଦିଆଯିବ ୬ କୋଟି ଟଙ୍କା Sushreejyoti Routray Sep 8, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ଟୋକିଓ ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ଓଡ଼ିଶା ସରକାର । ପ୍ରମୋଦଙ୍କୁ ୬ କୋଟି ଟଙ୍କା ଦିଆଯିବ ନେଇ ରାଜ୍ୟ ସରକାର ଆଜି ଘୋଷଣା…
Breaking News ରାଜ୍ୟର ସ୍କୁଲରେ କେତେ ଶିକ୍ଷକ ପଦ ଖାଲିପଡିଛି? ଜାଣନ୍ତୁ ଗଣଶିକ୍ଷା ମନ୍ତ୍ରୀ ଉତ୍ତର Sushreejyoti Routray Sep 8, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ସ୍କୁଲରେ ୧୪ ହଜାର ୧୨୫ ଶିକ୍ଷକ ପଦ ଖାଲି ପଡିଛି । ମଞ୍ଜୁରୀପ୍ରାପ୍ତ ୩୮,୯୨୬ ଶିକ୍ଷକ ପଦରୁ ୧୪ ହଜାର ୧୨୫ ପଦ ଖାଲି ରହିଛି । ଏନେଇ ବିଧାୟକ ଅମର ଶତପଥୀଙ୍କ ପ୍ରଶ୍ନରେ…
Breaking News ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ୧୮୮ ଶିକ୍ଷକ ପଦବୀ Sushreejyoti Routray Sep 8, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ଥିବା ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ, ‘ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୦୦୭ଟି…
Breaking News ଐତିହାସିକ ନିଷ୍ପତ୍ତି: ଏଣିକି NDAରେ ଝିଅଙ୍କୁ ଅନୁମତି Sushreejyoti Routray Sep 8, 2021 ନୂଆଦିଲ୍ଲୀ: ଜାତୀୟ ପ୍ରତିରକ୍ଷା ଏକାଡେମୀ-ଏନଡିଏରେ ଝିଅଙ୍କୁ ମିଳିବ ପ୍ରବେଶ ଅନୁମତି । ଏନେଇ ଗତକାଲିର ନିଷ୍ପତ୍ତି ସୁପ୍ରିମକୋର୍ଟଙ୍କୁ ଆଜି ଜଣାଇଛନ୍ତି କେନ୍ଦ୍ର ସରକାର । ୩ ବାହିନୀର ମୁଖ୍ୟଙ୍କ ପରାମର୍ଶ କ୍ରମେ ଏହି…