ୟୁଜି/ପିଜି ପରୀକ୍ଷା ନେଇ କ’ଣ କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ?

ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା କାଳରେ ଶିକ୍ଷା ବିଭାଗ ଉପରେ ଅଧିକ ପ୍ରଭାବ ପଡିଛି । ଏହାରି ମଧ୍ୟରେ ୟୁଜି/ପିଜି ପାଠପଢା ଓ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ…

ଟିକାକରଣ ନେଇ କେନ୍ଦ୍ରର ନୂଆ ଗାଇଡଲାଇନ୍

ନୂଆଦିଲ୍ଲୀ: ଦେଶରେ କରୋନା ପ୍ରକୋପ ଏବେବି ଜାରି ରହିଛି । ପୂର୍ବ ଅପେକ୍ଷା ଏବେ ସଂକ୍ରମଣ ହାର କମ୍ ଆସୁଥିଲେ ବି ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଏହାରି ମଧ୍ୟରେ ଟିକାକରଣକୁ ନେଇ ନୂଆ ଗାଇଡଲାଇନ୍ ଜାରି କରିଛି…

SBI ଗ୍ରାହକଙ୍କ ପାଇଁ ବଡଖବର: ୩୦ ଜୁନ୍ ପୂର୍ବରୁ କରିଦିଅନ୍ତୁ ଏହି କାମ, ନଚେତ୍…

ନୂଆଦିଲ୍ଲୀ: ଯଦି ଆପଣଙ୍କ ଆକାଉଣ୍ଟ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ବା SBIରେ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ ନିଜର ସମସ୍ତ ଗ୍ରାହକମାନଙ୍କୁ ଶୁବଶୀଘ୍ର ପାନ୍ ଓ ଆଧାର ଲିଙ୍କ କରିବାକୁ…

ଶ୍ରୀମନ୍ଦିର କର୍ମଚାରୀଙ୍କୁ କରୋନା ଯୋଦ୍ଧା ମାନ୍ୟତା ପାଇଁ ଚିଠି

ପୁରୀ(ଓଡିଶା ଭାସ୍କର): କରୋନା କାଳ ମଧ୍ୟରେ ଶ୍ରୀମନ୍ଦିର ପ୍ରଶାସନିକ କର୍ମଚାରୀଙ୍କୁ କରୋନା ଯୋଦ୍ଧା ଘୋଷଣା କରିବା ପାଇଁ ଦାବି ହୋଇଛି । ଏନେଇ ଏସିଏସ ପ୍ରଦୀପ୍ତ ମହାପାତ୍ରଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ…

ପୁଣେର କେମିକାଲ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୧୭ ମୃତ

ପୁଣେ: ମହାରାଷ୍ଟ୍ର ପୁଣେରେ ଥିବା କେମିକାଲ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ବେଳେ ୨ ଜଣ ପୁରୁଷ ଥିଲେ । ତେବେ…

ଏକାମ୍ର ପ୍ରକଳ୍ପ ପାଇଁ ଉପଦେଷ୍ଟା କମିଟି ଗଠନ, ଅଧ୍ୟକ୍ଷ ହେଲେ ସନ୍ତୃପ୍ତ ମିଶ୍ର

ଭୁବନେଶ୍ୱର(ଓଡିଶା ଭାସ୍କର): ଏକାମ୍ର କ୍ଷେତ୍ରର ବିକାଶ ପାଇଁ ‘ଏକାମ୍ର’ ଯୋଜନାର ଶୁଭାରମ୍ଭ ହୋଇଛି । ଏକାମ୍ର ଯୋଜନା ପାଇଁ ପ୍ରକଳ୍ପ ଉପଦେଷ୍ଟା କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ପ୍ରକଳ୍ପ ଉପଦେଷ୍ଟା କମିଟିର…

ଭୁବନେଶ୍ୱରରୁ ଆଜି ୪୨୪ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୪୨୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ…

ମୋଦୀଙ୍କ ବଡ ଘୋଷଣା: କହିଲେ – ‘ନଭେମ୍ବର ପର୍ଯ୍ୟନ୍ତ ମିଳିବ ମାଗଣା ରାସନ’

ନୂଆଦିଲ୍ଲୀ: କରୋନା ସଙ୍କଟ ସମୟରେ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶବାସୀଙ୍କୁ ମାଗଣାରେ ଟିକା ଯୋଗାଇବା ସହ ମାଗଣା ରାସନ ଯୋଗାଇବାକୁ ବଡ ଘୋଷଣା କରିଛନ୍ତି ମୋଦୀ । ସେ…

ସମସ୍ତଙ୍କୁ ମାଗଣା ଟିକା ଦେବାକୁ ବଡ ଘୋଷଣା କଲେ ମୋଦୀ

ନୂଆଦିଲ୍ଲୀ: କରୋନା ସଙ୍କଟ ମଧ୍ୟରେ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ସହ ସମସ୍ତ ଦେଶବାସୀଙ୍କୁ ମାଗଣାରେ ଟିକା ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ୧୮ ବର୍ଷରୁ…

ଫେଲ୍ ମାରିଲା ଆତଙ୍କବାଦୀ ଷଡଯନ୍ତ୍ର: ପୁଲୱାମାରୁ ୭ କିଲୋର IED ଜବତ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ସୈମୁ ତ୍ରାଲରେ ୭ କିଲୋଗ୍ରାମ IED ଜବତ ହୋଇଛି । ଆତଙ୍କବାଦୀଙ୍କ ଦ୍ୱାରା କରାଯାଇଥିବା ବଡ ଷଡଯନ୍ତ୍ରକୁ ଫେଲ୍ କରିଛନ୍ତି ସୁରକ୍ଷା କର୍ମୀ । ପୋଲିସ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୂଚନା…