ଖୁସି ଖବର : ଓଡ଼ିଶାରେ ଆଜି ୧୦, ୮୮୧ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୦ ହଜାର ୮୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…

କେରଳ ଓ କର୍ଣ୍ଣାଟକରେ ପୁଣି ବଢିଲା ଲକଡାଉନ୍ ଅବଧି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି କେରଳ ଓ କର୍ଣ୍ଣାଟକରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି । କେରଳରେ ଲକଡାଉନକୁ ମେ’ ୩୦ ପର୍ଯ୍ୟନ୍ତ ବଢାଯାଇଛି । ତିରୁଅନନ୍ତପୁରମ, ଏର୍ନାକୁଲମ ଓ ତିଶୁରରେ ଟ୍ରିପଲ…

ପୁରୀରେ କୋଭିଡ ହସ୍ପିଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ବଢିଚାଲିଥିବା ବେଳେ ହସ୍ପିଟାଲରେ ବେଡ ଉପରେ ଗୁରୁତ୍ୱ ଦିଆଯାଉଛି । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ପରିସରରେ…

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତ୍ତି: ଟିକା ଟେଣ୍ଡରକୁ ମିଳିଲା ମଞ୍ଜୁରି

ଭୁବନେଶ୍ୱର(ଓଡିଶା ଭାସ୍କର):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟ୍ ବୈଠକ । ଟିକା ଟେଣ୍ଡର ସମ୍ପର୍କରେ ରାଜ୍ୟ କ୍ୟାବିନେଟରେ ବଡ ନିଷ୍ପତ୍ତି ନିଆଯାଇଛି । ଟିକା କିଣା ପାଇଁ…

ଭୁବନେଶ୍ୱରରୁ ଆଜି ୧,୧୮୬ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀରେ ପୁଣି ଥରେ ଦୈନିକ ସଂକ୍ରମଣ ମାମଲା ୧୧ ଶହ ପାର୍ କରିଛି । ଆଜି ୧,୧୮୬ କରୋନା…

ସାବଧାନ୍‌! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡିଶା ଭାସ୍କର): ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଫଳରେ ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏହି ୧୧ଟି ଜିଲ୍ଲାକୁ ୟେଲୋ…

ଓଡ଼ିଶାରେ ସର୍ବାଧିକ ୨୭ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୨୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ…

ଓଡିଶାରେ ଆଜି ୧୨,୫୨୩ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୨ ହଜାର ୫୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭ ହଜାର ୦୧୨ ଜଣ ଓ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୪ ଲକ୍ଷ ୪୪ ହଜାର ପାର

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୪ ଲକ୍ଷ ୪୪ ହଜାର ୨୬୬ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୫୮ ଲକ୍ଷ ୩୨…

ବାୟୁସେନାର ଲଢୁଆ ବିମାନ ଦୁଘର୍ଟଣାଗ୍ରସ୍ତ

ନୂଆଦିଲ୍ଲୀ: ବାୟୁସେନାର ମିଗ-୨୧ ଫାଇଟର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି । ପଞ୍ଜାବ ମୋଗା ନିକଟରେ ବିଳମ୍ବିତ ରାତି ପ୍ରାୟ ଗୋଟାଏରେ ଏହି ଦୁର୍ଘଟଣା ହୋଇଛି । ରୁଟିନ୍ ପ୍ରଶିକ୍ଷଣରେ ଯାଇଥିବା ବିମାନଟି…