ଖୁସି ଖବର : ଓଡ଼ିଶାରେ ଆଜି ୧୦,୨୪୨ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୮।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୦,୨୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…

ଭୁବନେଶ୍ୱରରୁ ଆଜି ୧୧୫୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୮ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୧୫୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…

ଓଡ଼ିଶାରେ ଆଜି ୧୦, ୩୨୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୮ ।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନାର ଦ୍ୱିତୀୟ ଲହରର ତାଣ୍ଡବ ଜାରି ରହିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଲକଡାଉନ, ସଟଡାଉନ୍,…

ଆଇଏମଏର ପୂର୍ବତନ ସଭାପତି ଡାକ୍ତର କେକେ ଅଗ୍ରୱାଲଙ୍କ କରୋନାରେ ପରଲୋକ

ନୂଆଦିଲ୍ଲୀ: କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଥିବା ବେଳେ ମୃତ ସଂଖ୍ୟା ବଢିଚାଲିଛି । ଏହାରି ମଧ୍ୟରେ ହାର୍ଟ କେୟାର୍ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆର ସଭାପତି ଓ ଆଏମଏର ପୂର୍ବତନ ସଭାପତି ପଦ୍ମଶ୍ରୀ ଡାକ୍ତର କେକେ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୪ ଲକ୍ଷ ୩ ହଜାର ପାର

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୪ ଲକ୍ଷ ୩ ହଜାର ୯୯୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୪୨ ଲକ୍ଷ ୬୨…

ପଞ୍ଚାୟତ ନିର୍ବାଚନ ଡ୍ୟୁଟି ବେଳେ କରୋନା ନେଲା ୧୬୨୧ ଶିକ୍ଷା କର୍ମଚାରୀଙ୍କ ଜୀବନ, ଲିଷ୍ଟ ଜାରି

ଲକ୍ଷ୍ନୌ : କରୋନା ମହାମାରୀ ହୁ ହୁ ହୋଇ ମାଡିଚାଲିଥିବା ବେଳେ ଅନେକ ଲୋକଙ୍କର ଜୀବନ ଯାଉଛି । ଏହାରି ମଧ୍ୟରେ ଉତ୍ତର ପ୍ରଦେଶର ପଞ୍ଚାୟତ ନିର୍ବାଚନରେ ଡ୍ୟୁଟି କରୁଥିବା ବେଳେ କରୋନାରେ ସଂକ୍ରମିତ ଶିକ୍ଷା କର୍ମଚାରୀଙ୍କ…

ରାଜ୍ୟରେ ବଢୁଛି ତାତି: ଆଜି ୪୦ ଡିଗ୍ରୀ ଉପରେ ୭ ସହର

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଥରେ ତାତି ବଢିବାରେ ଲାଗିଛି । ରାଜ୍ୟରେ ଆଜି ୪୦ ଡିଗ୍ରୀ ଉପରେ ରହିଛି ୭ ସହରର ତାପମାତ୍ରା । ୪୦ ଡିଗ୍ରୀ ସହ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ । ସେହିପରି…

DRDOର ଔଷଧ ‘2 DG’କୁ କୁହାଯାଉଛି କରୋନାର ‘ସଞ୍ଜୀବନୀ’, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ: କରୋନା ମହାମାରୀକୁ ନେଇ ଚିନ୍ତା ଲାଗିରହିଥିବା ବେଳେ ଭାରତରେ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ 2 DG ଔଷଧ ଲଞ୍ଚ ହୋଇଛି । କରୋନା ବିରୋଧ ଯୁଦ୍ଧରେ DRDOର ଏହି ନୂଆ ଔଷଧ ଆଶାର କିରଣ ନେଇ ଆସିଛି । ଏହି ଔଷଧର…

ଭୁବନେଶ୍ୱରରୁ ଆଜି ୮୬୪ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୭ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୮୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…

ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କର ବଡ ଘୋଷଣା, କହିଲେ- ମେ’ ୨୪ରୁ ଗାଁରେ ଘରକୁ ଘର ସର୍ଭେ ସହ ମୃତକଙ୍କ ପରିବାରକୁ ମିଳିବ ପେନସନ୍‌’

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀର ମୁକାବିଲା ପାଇଁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରି କହିଛନ୍ତି ଯେ, ମେ’ ୨୪ରୁ ଘରକୁ…