ଆଜି ୭୫ତମ ସ୍ୱାଧୀନତା ଦିବସ: ୯ଟାରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ସାରା ଦେଶ ପାଳୁଛି ୭୫ ତମ ସ୍ୱାଧାନତା ଦିବସ । ପୂର୍ବାହ୍ନ ୯ଟାରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଅନୁଷ୍ଠିତ ହେବ । ଏଥର ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ…