Breaking News ବନ୍ଧୁକ ଡିଲରେ ଆଲବମ୍ ଅଭିନେତା ଗିରଫ, ସୂଚନା ଦେଲେ ଡିସିପି Sushreejyoti Routray Oct 5, 2021 କଟକ(ଓଡ଼ିଶା ଭାସ୍କର): ବନ୍ଧୁକ ଡିଲ ବେଳେ ଧରାପଡିଛନ୍ତି ଆଲବମ୍ ଅଭିନେତା । କଟକ ବାଦାମବାଡ଼ି ଅଞ୍ଚଳରେ ବନ୍ଧୁକ ଡିଲ ବେଳେ ୪ ଜଣ ଧରାପଡ଼ିଛନ୍ତି । ସେମାନଙ୍କଠାରୁ ୩ଟି ବନ୍ଧୁକ ଓ ୧୬ ରାଉଣ୍ଡ ଗୁଳି ଜବତ କରିଛି ପୋଲିସ ।…
Breaking News ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର, ଜାଣନ୍ତୁ କାହାକୁ ମିଳିବ? Sushreejyoti Routray Oct 5, 2021 ନୂଆଦିଲ୍ଲୀ: ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ୩ ପଦାର୍ଥ ବିଜ୍ଞାନୀଙ୍କୁ ମିଳିତ ଭାବେ ନୋବେଲ ପୁରସ୍କାର ମିଳିବ । ବେଜ୍ଞାନିକ ସୁକୁରୋ ମାନାବେ, କ୍ଲାଉସ ହାସଲମାନଙ୍କ ସମେତ ବୈଜ୍ଞାନିକ ଜର୍ଜିଓ…
Breaking News ଭୁବନେଶ୍ୱରରେ ୭୫ଟି ବିପଦସଙ୍କୁଳ ସ୍ଥାନ ଚିହ୍ନଟ Sushreejyoti Routray Oct 5, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ୭୫ଟି ବିପଦସଙ୍କୁଳ ସ୍ଥାନ ଚିହ୍ନଟ ହୋଇଛି । ଏହି ବିପଦସଙ୍କୁଳ ସ୍ଥାନର ବ୍ୟାରିଗେଟିଙ୍ଗ କରାଯାଇ ସ୍ଥାୟୀ ସମାଧାନ ହେବ । ଏନେଇ ଭୁବନେଶ୍ୱର (ମଧ୍ୟ) ବିଧାୟକ…
Breaking News ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ତାଗିଦ୍, ନଚେତ୍… Sushreejyoti Routray Oct 5, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ତାଗିଦ୍ କରିଛି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ । ଅକ୍ଟୋବର ୮ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ମାଧ୍ୟମିକ…
Breaking News ବଡ଼ ଖବର: ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗିରଫ Sushreejyoti Routray Oct 5, 2021 ସୀତାପୁର: ଉତ୍ତରପ୍ରଦେଶ ଲଖୀମପୁର ଖେରିରେ ହୋଇଥିବା ହିଂସାକାଣ୍ଡର ପୀଡିତାଙ୍କୁ ଦେଖାକରିବାକୁ ପହଞ୍ଚିଥିବା କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଅଟକ ନୁହେଁ, ବରଂ ଗିରଫ କରାଯାଇଛି ।…
Breaking News ଏଣିକି ବିଜୁଳି ପାଇଁ ଲାଗିବ ପ୍ରିପେଡ୍ ସ୍ମାର୍ଟ ମିଟର, ବାଚସ୍ପତିଙ୍କ ସୂଚନା Sushreejyoti Routray Oct 5, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଧାନସଭା ଶକ୍ତି ବିଭାଗ ଷ୍ଟାଣ୍ଡିଂ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଗ୍ରାହକ ଚାହିଁଲେ ପ୍ରିପେଡ ସ୍ମାର୍ଟ ମିଟର ଲଗାଇପାରିବେ । ବୈଠକରେ ଏପରି ନିଷ୍ପତ୍ତି…
Breaking News ସମସ୍ତ ମୁକୁଳା ଡ୍ରେନରେ ପଡ଼ିବ କି ସ୍ଲାବ୍? ବୈଠକରେ ନିଆଗଲା ଏହି ନିଷ୍ପତ୍ତି Sushreejyoti Routray Oct 5, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱର ସମେତ ସମସ୍ତ ସହରାଞ୍ଚଳର ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ । ଏନେଇ ବିଧାନସଭା ଷ୍ଟାଣ୍ଡିଂ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ନିଆଯାଇଛି । ମୁକୁଳା ଡ୍ରେନରେ ସ୍ଲାବ…
Breaking News ପିପିଲି ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ Sushreejyoti Routray Oct 5, 2021 ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ପିପିଲି ଉପ-ନିର୍ବାଚନରେ ବିପୁଳ ମାତ୍ରାରେ ବିଜୟୀ ହେବା ପରେ ଆଜି ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି ରୁଦ୍ର ମହାରଥୀ । ବିଧାନସଭାରେ ରୁଦ୍ରଙ୍କୁ ଶପଥପାଠ କରାଇଛନ୍ତି ବାଚସ୍ପତି…
Breaking News ଏଣିକି ଫାଣ୍ଡି ଦାୟିତ୍ୱରେ ରହିବେ SI, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ Sushreejyoti Routray Oct 5, 2021 ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ରାଜ୍ୟରେ ୨୧୬ଟି ପୋଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସବ୍ ଇନ୍ସପେକ୍ଟର । ଏ ସମ୍ପର୍କୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ସହକାରୀ ସବ୍…
Breaking News ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର Sushreejyoti Routray Oct 5, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଅଣ୍ଟା ଭିଡିଛନ୍ତି ଓଡ଼ିଶା ସରକାର । ଏହାରି ମଧ୍ୟରେ ଆଉ ୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ଦୁର୍ନୀତିଗ୍ରସ୍ତ ଓ…