ଖୁସି ଖବର : ଓଡ଼ିଶାରେ ଆଜି ୯୩୨୯ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୪।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୯୩୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…

କର୍ଣ୍ଣାଟକରେ ବିଜେପି ସରକାରଙ୍କୁ କଟାକ୍ଷ: ଟିକା କିଣିବା ପାଇଁ ୧୦୦ କୋଟି ଟଙ୍କାର ଯୋଜନା ଚଲାଇଛି କଂଗ୍ରେସ, ଜାଣନ୍ତୁ କେଉଁଠୁ ଆସିବ ଟଙ୍କା ?

ବେଙ୍ଗଲୁରୁ,୧୪ ।୫: କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଟିକାକରଣକୁ ନେଇ ଗୁରୁତ୍ୱ ଦିଆଯାଉଛି । ଗୋଟିଏ ଦିନ ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା ଓ ତାଙ୍କ କ୍ୟାବିନେଟ କୋଭିଡକୁ ନିୟନ୍ତ୍ରଣ କରିବା ପାଇଁ…

ଭୁବନେଶ୍ୱରରୁ ଆଜି ୯୮୮ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୯୮୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…

କରୋନା ପାଇଁ ୨ଟି ଆୟୁର୍ବେଦିକ ଔଷଧକୁ ଅନୁମତି

ନୂଆଦିଲ୍ଲୀ,୧୪ ।୫: କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ କରୋନା ଚିକିତ୍ସା ପାଇଁ ୨ଟି ଆୟୁର୍ବେଦିକ ଔଷଧକୁ ମିଳିଛି ଅନୁମତି । କରୋନା ଚିକିତ୍ସା ପାଇଁ କଫସୁରା କୁଦିନିର ଓ ଆୟୁଷ-୬୪କୁ ଅନୁମତି…

ଓଡିଶାରେ ଆଜି ଆଖିବୁଜିଲେ ୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ…

ଓଡିଶାରେ ପୁଣି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ: ଆଜି ୧୨,୩୯୦ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ରାଜ୍ୟରେ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ରାଜ୍ୟରେ ସର୍ବାଧିକ ୧୨ହଜାର ୩୯୦ ସଂକ୍ରମିତ ଚିହ୍ନଟ…

୭ ଜିଲ୍ଲା ସାବଧାନ୍‌! ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି ହୋଇଛି । ସେହି ୭ଟି ଜିଲ୍ଲା ଯଥା-…

ଆଜି ହେଉଛି ପବିତ୍ର ଇଦ୍ ପର୍ବ

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ଆଜି ଓଡିଶା ସମେତ ଏକାଧିକ ରାଜ୍ୟରେ ପବିତ୍ର ଇଦ୍ ପର୍ବ ପାଳନ ହେଉଛି । ମୁସଲିମ ସମ୍ପ୍ରଦାୟଙ୍କ ଏହି ମହାନ ପର୍ବ ଶୁକ୍ରବାରରେ ପଡିଥିବାରୁ ଅଧିକ ଉତ୍ସାହ ଦେଖାଦେଇଛି । କିନ୍ତୁ…

ଜଙ୍ଗଲ ଭିତରେ ୧୮ ହାତୀଙ୍କ ମୃତଦେହ ଠାବ

ଗୌହାଟୀ,୧୪ ।୫: ଆସାମର ନ'ଗାଁ ଅଞ୍ଚଳ ଜଙ୍ଗଲ ଭିତରେ ପଡ଼ିରହିଛି ୧୮ ହାତୀଙ୍କ ମୃତଦେହ । ବଜ୍ରପାତ ଘଟି ଏକକାଳୀନ ୧୮ଟି ହାତୀଙ୍କ ମୃତ୍ୟୁ ହୋଇଥିବା ଜଙ୍ଗଲ ବିଭାଗ ସନ୍ଦେହ କରୁଛି । କୁନ୍ଦେଲି ସଂରକ୍ଷିତ ଜଙ୍ଗଲର ୨ଟି…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୩ ଲକ୍ଷ ୫୮ ହଜାର ପାର

ନୂଆଦିଲ୍ଲୀ, ୧୪ ।୫ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୩ ଲକ୍ଷ ୫୮ ହଜାର ୧୭୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ…