ହିମାଚଳରେ ମୌସୁମୀ ନେଲା ୨୧୩ ଜୀବନ, ୬୩୨ କୋଟି ଟଙ୍କାର କ୍ଷତି

ଶିମଲା: ହିମାଚଳ ପ୍ରଦେଶରେ ଚଳିତବର୍ଷ ମୌସୁମୀ ବିପଦ ସୃଷ୍ଟି କରିଛି । ମୌସୁମୀ ଋତୁରେ ସେଠାରେ ଅଧିକ ସହଖ୍ୟାରେ ଧନ-ଜୀବନ ନଷ୍ଟ ହୋଇଛି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ରିପୋର୍ଟ ମୁତାବକ, ମୌସୁମୀ ଋତୁରେ…

ଆଜିଠୁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର

ପୁରୀ(ଓଡ଼ିଶା ଭାସ୍କର): କରୋନା କାଳରେ ରାଜ୍ୟରେ ଅଗଷ୍ଟ ମାସ ପାଇଁ ଗାଇଡଲାଇନ୍ ଜାରି ହୋଇଛି । ଅନେକ କଟକଣା କୋହଳ ହେବା ପରେ ଆଜିଠାରୁ ଖୋଲିଯାଇଛି କୋଣାର୍କର ଐତିହାସିକ ସୂର୍ଯ୍ୟ ମନ୍ଦିର । ସ୍ୱତନ୍ତ୍ର ଏସଓପିରେ…

ରାଜ୍ୟର ଅଗଷ୍ଟ ଗାଇଡଲାଇନ୍, ଜାଣନ୍ତୁ କ’ଣ ଖୋଲା ଓ କ’ଣ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣରେ ଥିବା ବେଳେ ଅଗଷ୍ଟ ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଏସଆରସି ପ୍ରଦୀପ ଜେନା ଗାଇଡଲାଇନ ନେଇ ଆଜି ଘୋଷଣା କରିଛନ୍ତି ।…

କୋଟିପତି ପିଏସ ଗିରଫ ମାମଲାରେ OSSC ଅଧ୍ୟକ୍ଷଙ୍କ ସଫେଇ, କହିଲେ….

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭୁବନେଶ୍ୱରରୁ OSSCଙ୍କ କୋଟିପତି ପିଏସ ଗିରଫ ମାମଲା ଏବେ ଚର୍ଚ୍ଚାରେ ରହିଛି । ପିଏସ ବିରଞ୍ଚି ନାରାୟଣ ସାହୁଙ୍କ ଘରୁ ପୁଳା ପୁଳା ଟଙ୍କା, ଅଳଙ୍କାର ଓ ପ୍ଲଟ ବାହାରୁଛି, ଯାହାର ଆକଳନ…

ଜିଓର ସବୁଠାରୁ ଶସ୍ତା ପ୍ଲାନ୍: ମାଗଣାରେ Netflix ସମେତ ଦେଖିପାରିବେ ବହୁତ କିଛି

ନୂଆଦିଲ୍ଲୀ: ଜିଓରେ ଅନେକ ଅଫର ରହିଛି, ଯାହାକି ପୋଷ୍ଟପେଡ୍ ଓ ପ୍ରିପେଡ ପ୍ଲାନର ସବସ୍କ୍ରିପସନ୍ ସହିତ ଅନେକ ଅଫର ଦେଇଥାଏ । ଏଥିରେ ହାଇସ୍ପିଡ ଡାଟା ସହିତ ମାଗଣା ଓଟିଟି ଷ୍ଟ୍ରିମିଂ ପ୍ଲାଟଫର୍ମ ଭଳି ସୁବିଧା ରହିଛି ।…

‘ଦେଶର ପ୍ରଥମ ସହର ଭାବେ ଭୁବନେଶ୍ୱରରେ ଶତପ୍ରତିଶତ ଟିକାକରଣ’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ସହ ଲଢ଼େଇ ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି । ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି । ଜୁଲାଇ ଶେଷ ସୁଦ୍ଧା ଟିକାକରଣର ଟାର୍ଗେଟ ପୂରଣ ହେବ ।…

ସାର ଅଭାବ: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଭେଟିଛନ୍ତି ବିଜେଡି ସାଂସଦ । ଓଡ଼ିଶାରେ ସାର ଯୋଗାଣ ନେଇ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଛନ୍ତି । ନୂଆଦିଲ୍ଲୀ ସ୍ଥିତ…

ଭୁବନେଶ୍ୱର ପରେ କଟକରୁ ୮ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା କାଳରେ ଡେଙ୍ଗୁ ନିଜର ଆତଙ୍କ ଖେଳାଇବାରେ ଲାଗିଛି । ରାଜଧାନୀ ଭୁବନେଶ୍ୱର ପରେ ଏବେ କଟକରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । କଟକ ମହାନଗର ନିଗମର ବିଭିନ୍ନ ସ୍ଥାନରୁ ୮ ଡେଙ୍ଗୁ…

ମହିଳା ହକିରେ ଭାରତର ଦମଦାର୍ ବିଜୟ, ହ୍ୟାଟ୍ରିକ୍ ଗୋଲ ଦେଇ ଇତିହାସ ରଚିଲେ ବନ୍ଦନା

ନୂଆଦିଲ୍ଲୀ: ଆଜି ଟୋକିଓ ଅଲିମ୍ପିକ-୨୦୨୦ର ନବମ ଦିନ । ଅଲିମ୍ପିକ୍ସ ମହିଳା ହକିରେ ଦମଦାର ବିଜୟୀ ହୋଇଛି ଭାରତ । ଦକ୍ଷିଣ ଆଫ୍ରିକାକୁ ୪-୩ ଗୋଲରେ ପରାସ୍ତ କରିଛି ଭାରତ । ପୁଲ-ଏରେ ଭାରତ ଦ୍ୱିତୀୟ ବିଜୟ ହୋଇଛି । ଭାରତ…

କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି, ଜାଣନ୍ତୁ କାହିଁକି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାକୁ ସାର ଯୋଗାଣ ନେଇ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ଚିଠି…