ଓଡ଼ିଶାରେ ବସ୍ ଚଳାଚଳକୁ ମିଳିଲା ଅନୁମତି, ଜାଣନ୍ତୁ କ’ଣ ରହିଛି ଗାଇଡଲାଇନ୍
ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟ ପାଇଁ ଆଜି ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ୍ ଲାଗୁ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । କରୋନା ଏବେ…