ସତ୍ୟବାଦୀର ଗୌରବକୁ ଆଧାର କରି ଅଞ୍ଚଳର ଭିତ୍ତିଭୂମି, ମୌଳିକ ସୁବିଧାର ବିକାଶ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଆ ନବଜାଗରଣର ପୀଠ ହେଉଛି ସତ୍ୟବାଦୀ ଏବଂ ସତ୍ୟବାଦୀ ବନ ବିଦ୍ୟାଳୟ ଥିଲା ଓଡ଼ିଆ ଜାତୀୟ ଚେତନାର କେନ୍ଦ୍ର । ସତ୍ୟବାଦୀର ପଞ୍ଚସଖା ଥିଲେ ସମାଜର ଆଇନା ସଦୃଶ । ସେମାନେ ଶିକ୍ଷା ଦ୍ୱାରା ମାନବ ଜୀବନର…