ଓଡ଼ିଶାରୁ ଆଜି ୪୪ ଜଣଙ୍କର ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ…

ରାଜ୍ୟରେ ଆଜି ୬,୦୯୭ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ…

ପ୍ରବଳ ବର୍ଷାରେ ଭୁଶୁଡିଲା ୪ ମହଲା ବିଲ୍ଡିଂ: ୧୧ ମୃତ, ୮ ଗୁରୁତର 

ମୁମ୍ବାଇ: ମୁମ୍ବାଇରେ ମୌସୁମୀ ଆରମ୍ଭ ହେବା ସହିତ ଏକ ବଡ ଅଘଟଣା ଘଟିଯାଇଛି ।  ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷା ହେବା କାରଣରୁ ମଲାଡ ପଶ୍ଚିମ ଅଞ୍ଚଳରେ ଅବସ୍ଥିତ ୪ ମହଲା କୋଠା ଭୁଶୁଡି ପଡିଛି । ସ୍ଥାନୀୟ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୭.୭୬ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୭ ଲକ୍ଷ ୭୬ ହଜାର ୨୩୯ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୫୧ ଲକ୍ଷ ୫୬…

୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡିଶା ଭାସ୍କର): କରୋନା କାଳରେ ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଓ ୭ଟି ପିଏସଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ବିଭିନ୍ନ…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟ କ୍ୟାବିନେଟ୍ ବୈଠକରେ ଆଜି ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୧ଟି ପ୍ରସ୍ତାବକୁ…

IPS ସ୍ତରରେ ଅଦଳବଦଳ

ଭୁବନେଶ୍ୱର(ଓଡିଶା ଭାସ୍କର): ଆଇପିଏସ ସ୍ତରରେ ଆଜି ବଡ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ନରସିଂହ ଭୋଳ କେନ୍ଦ୍ରାଞ୍ଚଳର ଆଇଜି ହୋଇଥିବା ବେଳେ ପୂର୍ବାଞ୍ଚଳର ଆଇଜି ହୋଇଛନ୍ତି ହିମାଂଶୁଲାଲ । ସେହିପରି ଦିପକ…

ଓଡ଼ିଶାକୁ ଆସୁଛି ପ୍ରବଳ ବର୍ଷା: ସତର୍କ କଲେ ଏସଆରସି, ପ୍ରବଳ ବର୍ଷିବା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲଘୁଚାପ ଯୋଗୁଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟବାସୀଙ୍କୁ ସତର୍କ ସୂଚନା ଦେବା ସହ ସବୁ ଜିଲ୍ଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଚିଠି…

IFS ସ୍ତରରେ ବଡ ଧରଣର ଅଦଳବଦଳ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟ ସରକାର ବନସେବା ଅଧିକାରୀ ବା ଆଇଏଫଏସ ସ୍ତରରେ ବଡ ଧରଣରର ଅଦଳବଦଳ କରିଛନ୍ତି । ଏଥିରେ ୨୪ ଆଇଏଫଏସ ଅଧିକାରୀଙ୍କ ବଦଳି ହୋଇଛି । ୧୯୮୭ ବ୍ୟାଚର ଆଇଏଫଏସ ଏସ.କେ ପୋପଲିଙ୍କୁ ପିସିସିଏଫ…

କେନ୍ଦ୍ର କ୍ୟାବିନେଟର ବଡ ନିଷ୍ପତ୍ତି: ବଢିଲା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ, ଜାଣନ୍ତୁ କେତେ?

ନୂଆଦିଲ୍ଲୀ: ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢାଇଛନ୍ତି କେନ୍ଦ୍ର ସରକାର । ୫୦ରୁ ୬୨% ଯାଏ ଏମଏସପି ବୃଦ୍ଧିକୁ ନେଇ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି ଦେଇଛି । ଧାନ କ୍ୱିଣ୍ଟାଲ ପିଛା ଏମଏସପି ୧୯୪୦ ଟଙ୍କାକୁ ବୃଦ୍ଧି ନେଇ…