ବାତ୍ୟାର ରୂପ ନେଲା ‘ୟଶ’

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଥମେ ଅବପାତ ଓ ପରେ ବାତ୍ୟାରେ ପରିଣତ ହୋଇଛି । ପାରାଦୀପ ଠାରୁ ୫୪୦ ଓ ବାଲେଶ୍ୱରଠାରୁ ୬୫୦ କିମି ଦୂରରେ ବାତ୍ୟା 'ୟଶ' କେନ୍ଦ୍ରୀଭୂତ ହୋଇଛି…

ଓଡିଶାରେ ୭ ଲକ୍ଷ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୧୧,୦୫୯ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୦୫୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୧୯୩ ଜଣ ଓ…

ସମଲେଇ ମନ୍ଦିର ଦୀପ ଘରେ ଅଗ୍ନିକାଣ୍ଡ

ସମ୍ବଲପୁର(ଓଡିଶା ଭାସ୍କର): ସମ୍ବଲପୁର ସମଲେଇ ମନ୍ଦିର ଦୀପ ଘରେ ହୋଇଛି ଭୟଙ୍କର ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବାରୁ ଜଳିଯାଇଛି ପୂଜା ସାମଗ୍ରୀ । ମୁଖ୍ୟ ମନ୍ଦିରର କୌଣସି କ୍ଷତି ହୋଇନଥିବା ସୂଚନା…

କରୋନା ମୃତ୍ୟୁସଂଖ୍ୟା ୩୪ ଲକ୍ଷ ୭୭ ହଜାର ଟପିଲା

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୪ ଲକ୍ଷ ୭୭ ହଜାର ୯୧୮ ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୭୫ ଲକ୍ଷ ୧୦…

ଅବପାତ ଗଭୀର ଅବପାତରେ ପରିଣତ, ଆଉ କିଛି ସମୟ ପରେ ବାତ୍ୟାର ରୂପ ନେବ ‘ୟଶ’

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତରେ ପରିଣତ ହୋଇଛି । ପୋର୍ଟ ବ୍ଲେୟର ଠାରୁ ୬୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ପାରାଦୀପଠାରୁ ଦକ୍ଷିଣ…

ବାତ୍ୟା ବେଳେ ଘରୁ ବାହାରିବାକୁ ବାରଣ କଲେ ଏସଆରସି

ଭୁବନେଶ୍ୱର(ଓଡିଶା ଭାସ୍କର): ବଙ୍ଗୋପସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇସାରିଛି । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହେବ । ବାତ୍ୟା ‘ୟଶ’ ପାରାଦୀପ ଓ ସାଗର ଦ୍ୱୀପ ମଧରେ ଲ୍ୟାଣ୍ଡଫଲ…

ପ୍ରସବ ପରେ ଯେକୌଣସି ସମୟରେ କୋଭିଡ ଟିକା ନେଇପାରିବେ ମହିଳା: ବିଶେଷଜ୍ଞ

ନୂଆଦିଲ୍ଲୀ: ଜଣେ ଗର୍ଭବତୀ ମହିଳା ପ୍ରସବ ପରେ ଯେକୌଣସି ସମୟରେ ଟିକା ନେଇପାରିବେ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଗର୍ଭବତୀ ମହିଳାମାନଙ୍କୁ ମଧ୍ୟ ଟିକାକରଣ ଅନୁମତି ଦେବା ଆବଶ୍ୟକତା ଉପରେ ବିଶେଷଜ୍ଞ ଜୋର…

ଓଡିଶାକୁ ବର୍ଷା ଚେତାବନୀ, ଜାଣନ୍ତୁ କେଉଁ ଜିଲ୍ଲାକୁ କେଉଁ ୱାର୍ଣ୍ଣିଂ?

ଭୁବନେଶ୍ୱର(ଓଡିଶା ଭାସ୍କର): ବଙ୍ଗୋପସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇସାରିଛି । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହେବ । ବାତ୍ୟା ‘ୟଶ’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ…

ବାବା ରାମଦେବଙ୍କୁ ହର୍ଷବର୍ଦ୍ଧନଙ୍କ ଚିଠି, କହିଲେ- ‘ଆପତ୍ତିଜନକ ମନ୍ତବ୍ୟ ପ୍ରତ୍ୟାହାର କର’

ନୂଆଦିଲ୍ଲୀ: ଯୋଗଗୁରୁ ରାମଦେବ ଓ ଇଣ୍ଡିଆନ୍ ମେଡିକାଲ ଆସୋସିଏସନ ମଧ୍ୟରେ ଚାଲିଥିବା ଏଲୋପାଥି ଚିକିତ୍ସା ବୟାନରେ ହସ୍ତକ୍ଷେପ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ ହର୍ଷବର୍ଦ୍ଧନ । ସେ ଯୋଗଗୁରୁ ରାମଦେବଙ୍କୁ ଏହି…

ଓଡ଼ିଶାରେ ଆଜି ୧୧, ୬୨୭ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୧ ହଜାର ୬୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା…