୧୮ରୁ ଆରମ୍ଭ ହେବ +୨ ପରୀକ୍ଷା, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି: ଜାଣନ୍ତୁ ଏଥର କେତେ ଛାତ୍ରଛାତ୍ରୀ ଦେବେ Exam ?
ଭୁବନେଶ୍ୱର : ୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ…