ଏହି ୩ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଏବଂ କୋରାପୁଟ ଜିଲ୍ଲାର କେତେକ ଅଞ୍ଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ଭୁବନେଶ୍ବର ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।…